Posted inଜାତୀୟ

ସେନାକୁ ସଫଳତା: ପୁଣି ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୯।୮: ସେନାକୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ପୁଣି ଏକ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ଜଦୁରା ଗାଁରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ଭାରତୀୟ ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀରରେ ୭ ଜଣ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଶୁକ୍ରବାର କଶ୍ମୀରରେ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଲିର ପ୍ରଦର୍ଶନକାରୀଙ୍କୁ କୁକୁର ସହ ତୁଳନା କଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ,୧୧ ।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ବୁଧବାର ଏକ କାର୍ଯ୍ୟକ୍ରମରେ ପ୍ରଦର୍ଶନକାରୀଙ୍କ ତୁଳନା କୁକୁର ସହ କରି ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏଭଳି...

ଉଦ୍ଧବ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ, ଆଦିତ୍ୟ ଶିକ୍ଷାମନ୍ତ୍ରୀ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ସରକାର ଗଢିବାକୁ ଶିବସେନା ମେଣ୍ଟର ସାହାରା ନେଇଛି। ଏବେ ଏନ୍‌ସିପି ଓ କଂଗ୍ରେସ ସହ ମିଶି ଶିବସେନା ସରକାର ଗଢିବାକୁ ପ୍ରସ୍ତୁତ। ଏହାକୁ...

ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ।...

ପିଓକେରେ ସକ୍ରିୟ ରହିଛି ୧୫-୨୦ ଆତଙ୍କବାଦୀ ଶିବିର: ସେନାମୁଖ୍ୟ

ନୂଆଦିଲ୍ଲୀ,୨୦।୨: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଉଦ୍ୟମ ଅବ୍ୟାହତ ରଖିଛି। ଏବେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ୧୫-୨୦ ଆତଙ୍କବାଦୀ ଶିବିର ସକ୍ରିୟ ରହିଛି। ସେଠାରେ...

ମୁମ୍ବାଇର ଜିଏସ୍‌ଟି ଭବନରେ ଅଗ୍ନିକାଣ୍ଡ

ମୁମ୍ବାଇ,୧୭।୨: ମୁମ୍ବାଇର ଜିଏସ୍‌ଟି ଭବନରେ ଅଗ୍ନିକାଣ୍ଡ। ବାୟକୁଲାର ମଝଗାଓଁସ୍ଥିତ ଜିଏସ୍‌ଟି ଭବନର ୮ମହଲାରେ ସୋମବାର ଦ୍ୱିପ୍ରହରରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଘଟଣାସ୍ଥଳରେ ଦମକଳ ବାହିନୀର ୮ଟି...

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

ଦେଶର ଅର୍ଥବ୍ୟବସ୍ଥା ଆଇସିୟୁରେ: ଚିଦାମ୍ବରମ୍‌

ନୂଆଦିଲ୍ଲୀ,୮।୨: ଦେଶର ଅର୍ଥବ୍ୟବସ୍ଥା ଅତି ସଙ୍କଟ ଜନକ ସ୍ଥିତିରେ ଆଇସିୟୁରେ ଭର୍ତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗରିବଙ୍କ ବିରୋଧୀ। ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି...

ପଶ୍ଚିମବଙ୍ଗରେ ପ୍ରଚାର ଶେଷ:ବଳ କଷିଲେ ମୋଦି, ଦିଦି

କୋଲ୍‌କାତା/ମଉ,୧୭।୫:ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨ ଆସନ ମଧ୍ୟରୁ ୩୩ଟିରେ ମତଦାନ ଶେଷ ହୋଇଥିବାବେଳେ ରବିବାର ଶେଷ ପର୍ଯ୍ୟାୟରେ...

Advertisement


Archives

Model This Week