Posted inରାଜ୍ୟ

୧୦ ବର୍ଷ ଶିଶୁର ସଫଳ ଚକ୍ଷୁ ଅସ୍ତ୍ରୋପଚାର

ବାଲେଶ୍ୱର ଅଫିସ, ୨।୪-ବାଲେଶ୍ୱର ଏଡିଏମ୍‌ ଛକସ୍ଥିତ ରୋଟାରୀ ଚକ୍ଷୁ ଚିକିତ୍ସାଳୟରେ ପ୍ରଥମଥର ପାଇଁ ଏକ ୧୦ବର୍ଷ ଶିଶୁର ସଫଳ ଅସ୍ତ୍ରୋପଚାର କରାଯାଇଛି। ଏହି ଅସ୍ତ୍ରୋପଚାର ଡା. ସମବେଶ ସ୍ବାଇଁଙ୍କ ଦ୍ୱାରା କରାଯାଇଛି।

ସହରସ୍ଥିତ ମେଣ୍ଢାଶୁଳ ଅଞ୍ଚଳର ଚନ୍ଦନ ମୁର୍ମୁ (୧୦) ଖେଳିବା ବେଳେ ଆଖିରେ ମାଡ଼ ହୋଇ ଆଜକୁ ୭ମାସ ହେଲା ଦେଖିପାରୁ ନଥିଲା। ପ୍ରଥମେ ରୋଟାରୀ ଚକ୍ଷୁ ଚିକିତ୍ସାଳୟର କର୍ମକର୍ତ୍ତାଙ୍କ ନଜରରେ ଆସିବାରୁ ସେମାନେ ଡାକ୍ତରଙ୍କ ସହିତ ବହୁ ବିଚାର ବିମର୍ଷ କରି ଉକ୍ତ ପିଲାଟିର ଅସ୍ତ୍ରୋପଚାର କରିବା ପାଇଁ ସିଦ୍ଧାନ୍ତ ନେଇଥିଲେ। ଶେଷରେ ଏହା ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?