ସଫଳ ମତ୍ସ୍ୟ ଚାଷୀମାନଙ୍କୁ ପୁରସ୍କୃତ

ପାରଳାଖେମୁଣ୍ଡି,୧୯।୧୧(ଗିରିଧାରୀ ପରିଚ୍ଛା): ଗୁମ୍ମାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା ପଞ୍ଚାୟତ ସମିତି ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ମେଳାରେ ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ବିଭାଗର ପ୍ରଦର୍ଶନୀ ସହ ଚାଷୀ ବିଶେଷଜ୍ଞମାନଙ୍କୁ ନେଇ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ବିଡିଓ ଦୁଲେରାମ ମାର୍ଣ୍ଡି ସଭାତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୁପେଶ କୁମାର ପାଣିଗ୍ରାହୀ, ସମ୍ମାନିତ ଅତିଥି ଭାବେ ଏମ୍‌ପି ପ୍ରତିନିଧି ଏସ. ଶେଷଗିରି, ବ୍ଲକ ଅଧ୍ୟକ୍ଷା ସୁନେମି ମଣ୍ଡଳ, ଜିଲା ପରିଷଦ ସଦସ୍ୟା ରେଣୁକା ପାତ୍ର, ସନ୍ଧ୍ୟା ଶବର, ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ତୁଷାରେନ୍ଦୁ ନାୟକ, ଜିଲା ମତ୍ସ୍ୟ ଅଧିକାରୀ ନିରୋଦ ଚନ୍ଦ୍ର ନାୟକ, ତହସିଲଦାର ଶରତ ଶବର, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡା. ପାର୍ଥ ପ୍ରତୀମ ପଣ୍ଡା, ଆକାଶ ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ। ସଫଳ ମତ୍ସ୍ୟ ଚାଷୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ଯାଉଥିବା ଆମ୍ବୁଲାନ୍ସ ମଝି ରାସ୍ତାରେ ଘଟାଇଲା ଦୁର୍ଘଟଣା…

ମୁନିଗୁଡା,୨୧।୪ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ତେଲେଙ୍ଗାପଦର ପଞ୍ଚାୟତ ଅଧୀନ ଆଙ୍କୁଲପଦର ଗ୍ରାମ ନିକଟରେ ଜଣେ ଦୁର୍ଘଟଣାଗ୍ରସ୍ତଙ୍କୁ ଆଣିବା ପାଇଁ ମୁନିଗୁଡ଼ାରୁ ଆମ୍ବୁଲାନ୍ସ…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୧।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ…

ରାସ୍ତାକଡରେ ଗଛକୁ ଧକ୍କା ଦେଲା ବାଇକ, ରାତିସାରା ଘଟଣାସ୍ଥଳରେ ପଡ଼ିରହିଥିଲେ, ସକାଳୁ…

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମ ପୋଖରୀ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ଗଛକୁ ଏକ ବାଇକ ଧକ୍କା ଦେବାରୁ ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri