Posted inଖେଳ

ଲକ୍ଷ୍ୟଙ୍କ ସଫଳ ପ୍ରତ୍ୟାବର୍ତ୍ତନ

ଓଡେଞ୍ଜ୍‌, ୧୪ା୧୦ (ପି.ଟି.)-ଭାରତର ଉଦୀୟମାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ପ୍ରତିଯୋଗିତାକୁ ସଫଳ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୭୫୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଡେନମାର୍କ ଓପନ୍‌ର ଓପନିଂ ରାଉଣ୍ଡରେ ସେ ଖ୍ରୀଷ୍ଟୋ ପୋପୋଭ୍‌ଙ୍କୁ ୨୧-୧୯, ୨୧-୧୫ରେ ହରାଇ ଦେଇଛନ୍ତି। ୧୯ବର୍ଷୀୟ ଲକ୍ଷ୍ୟ ପରବର୍ତ୍ତୀ ରାଉଣ୍ଡରେ ଡେନମାର୍କର ହାନ୍ସ-ଖ୍ରିଷ୍ଟିଆନ ସୋଲବର୍ଗ ଭିଟିଙ୍ଗସ ବନାମ ବେଲଜିୟମର ମାକ୍ସମି ମୋରିଲ୍ସଙ୍କ ମଧ୍ୟରେ ଖେଳାଯିବାକୁଥିବା ମ୍ୟାଚର ବିଜେତାଙ୍କୁ ଭେଟିବେ। ସୂଚନାଯୋଗ୍ୟ, ଲକ୍ଷ୍ୟ ଗତବର୍ଷ ଦୁଇଟି ସୁପର ୧୦୦ ଟୁର୍ନାମେଣ୍ଟ ସମେତ ୫ଟି ଟାଇଟଲ ଜିତିଥିଲେ। କୋଭିଡ୍‌-୧୯ ଯୋଗୁ ୭ ମାସ ହେଲା ପ୍ରତିଯୋଗିତା ସବୁ ବନ୍ଦ ରହିଥିଲା। ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡ୍‌ବ୍ଲ୍ୟୁଏଫ୍‌) ବହୁ ଟୁର୍ନାମେଣ୍ଟ ବାତିଲ କରିବାକୁ ବାଧ୍ୟ ହୋଇଥିଲା। ଏସିଆ ଲେଗ୍‌ ଏବଂ ଓ୍ବାଲର୍‌ଡ ଟୁର୍‌ ଫାଇନାଲ ଆସନ୍ତା ବର୍ଷକୁ ଘୁଞ୍ଚାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଦିଲ୍ଲୀର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ,୧୮ା୪: ଡେଭିଡ୍‌ ମିଲରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଖେଳାଯାଇଥିବା ଏକ ରୋମାଞ୍ଚକ ଆଇପିଏଲ୍‌ ମ୍ୟାଚ୍‌ରେ ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

IPL 2026ରେ ଏତେ ଲକ୍ଷ ଟଙ୍କାର ଗାଡ଼ି ଉପରକୁ ଛକା ମାରିଲେ ଏହି ଖେଳାଳି ହୋଇଗଲା…

ନୂଆଦିଲ୍ଲୀ,୧୮।୪: IPL ମ୍ୟାଚଗୁଡ଼ିକରେ, ଚୌକା ଏବଂ ଛକାର ଏକ ସାଧାରଣ ଘଟଣା ହୋଇଥିଲେ ମଧ୍ୟ, କେତେକ ସମୟରେ ଏକ ନିର୍ଦ୍ଦିଷ୍ଟ ସଟ ଏତେ ସ୍ପଷ୍ଟ ଭାବରେ ଦେଖାଯାଏ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri