ପୃଥ୍ବୀ-୨, ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର,୧୭।୭: ଭାରତକୁ ମିଳିଛି ଦୁଇ ଦୁଇଟି ବଡ଼ ସଫଳତା। ପୃଥ୍ବୀ-୨ ଏବଂ ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ଗୁରୁବାର ସଫଳ ପରୀକ୍ଷଣ କରି ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ଗୁରୁବାର ପୃଥ୍ବୀ-୨ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ପୃଥ୍ବୀ-୨ ମିଜାଇଲ ୩୫୦ରୁ ୫୦୦ କି.ମି. ଲକ୍ଷ୍ୟଭେଦ କ୍ଷମତା ରଖିଛି। ଏପରିକି ପୃଥ୍ବୀ-୨ ଉଭୟ ଅଣୁ ଏବଂ ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।

ସେହିପରି ଅଗ୍ନି-୧ ପ୍ରାଇମ ମିଜାଇଲ୍‌ର ସଫଳ ପରୀକ୍ଷଣ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୧ ହଜାର କି.ମି. ରହିଛି। ଅଗ୍ନି-୧ ପ୍ରାଇମ ମଧ୍ୟ ଉଭୟ ଅଣୁ ଓ ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri