ଅଗ୍ନି-୫ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୮।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଭାରତର ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର ରାତି ପ୍ରାୟ ୭ଟା ୫୦ ମିନିଟ୍‌ରେ ଡିଆରଡିଓ ପକ୍ଷରୁ ଅବଦୁଲ କଲାମ ଦ୍ୱୀପରୁ ଉତ୍‌କ୍ଷେପଣ କରାଯାଇଥିଲା। ଏହି କ୍ଷେପଣାସ୍ତ୍ର ୫ରୁ ୮ ହଜାର କି.ମି. ରେଞ୍ଜ ଭିତରେ ଶତ୍ରୁପକ୍ଷକୁ ଧ୍ୱଂସ କରିବାର କ୍ଷମତା ରଖିଛି। ଏହା ଅଗ୍ନି ସିରିଜ୍‌ର ଶକ୍ତିଶାଳୀ ଭର୍ଶନ। ଘଣ୍ଟାକୁ ପ୍ରାୟ ୩୦ ହଜାର କି.ମି. ବେଗରେ ଗତି କରିପାରୁଥିବା ଏହି କ୍ଷେପଣାସ୍ତ୍ର ୩ ସ୍ତରୀୟ ଇଞ୍ଜିନ ବିଶିଷ୍ଟ। ଏହା ଉଭୟ ଅଣୁ ଓ ପରମାଣୁ ଯୁଦ୍ଧାସ୍ତ୍ର ଧାରଣ କରିବାର କ୍ଷମତା ରଖିଛି। ଏହି କ୍ଷେପଣାସ୍ତ୍ରର ଓଜନ ୫୦ ହଜାର କି.ଗ୍ରା.। ଏହାର ଚଉଡା ୨ ମିଟର ହୋଇଥିବା ବେଳେ ଉଚ୍ଚତା ୧୭. ୫ ମିଟର। ୨୦୧୬ରେ ମଧ୍ୟ ଏହାର ସଫଳ ପରୀକ୍ଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri