ଭିଏଲ ଏସ୍‌ଆର ସାମ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ ୨୨।୨: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ. ଲଞ୍ଚପ୍ୟାଡ୍‌ରୁ ସୋମବାର ୧.୨୮ ମିନିଟରେ ପ୍ରଥମ ରାଉଣ୍ଡ ଭିଏଲ ଏସ୍‌ଆର ସାମ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ ହୋଇଛି। VL SRSAM ହେଉଛି Vertically Lunched Short Range Surface to Air Missile। ଏହାର ଲକ୍ଷଭେଦ କ୍ଷମତା ୨୫ରୁ ୩୦ କିଲୋମିଟର ରହିଥିଲା। ରାଡ଼ାରରୁ ସଂଗୃହିତ ତଥ୍ୟକୁ ପ୍ରତିରକ୍ଷା ବୌଜ୍ଞାନିକମାନେ ସମୀକ୍ଷା କରୁଛନ୍ତି । ଏହି ପରୀକ୍ଷା ପାଇଁ ୩ ନଂ. ଲଞ୍ଚପ୍ୟାଡ଼ର ଅଢେଇ କିଲୋମିଟର ଦୂରତା ମଧ୍ୟରେ ଥିବା ପ୍ରାୟ ୮ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ ସେଣ୍ଟର

କଟକ ଅଫିସ, ୨୫।୩: କରୋନା(କୋଭିଡ୍‌-୧୯)କୁ ଦୃଷ୍ଟିରେ ରଖି କଟକ ସହରର ବିଭିନ୍ନ ସ୍ଥାନରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲାଯାଉଛି। କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ କ୍ୱାରାଣ୍ଟାଇନ ସେଣ୍ଟର...

ବେଲଗାମ ହେଲାଣି ନିଶା ଓଷଧ କାରବାର

ଯୋଡ଼ା,୩୧।୮(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ନିଶା ଓଷଧ କାରବାର ଅହେତୁକ ପରିମାଣରେ ବୃଦ୍ଧି ପାଇଛି ା ବାହାର ରାଜ୍ୟରୁ ଏହାକୁ ଆଣି ସହରରେ ବିକ୍ରୟ...

ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ...

ଧାନମଣ୍ଡି ବନ୍ଦ ନେଇ ବଢୁଛି ଅସନ୍ତୋଷ

ଚମ୍ପୁଆ,୧୮।୧(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଅନ୍ତର୍ଗତ ରଜିଆ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଖୋଲାଯାଇଥିବା ଧାନମଣ୍ଡି ବନ୍ଦ ହୋଇଯାଇଥିବା ବେଳେ ଚାଷୀଙ୍କ ମଧ୍ୟରେ ଧାନ ବିକ୍ରିକୁ ନେଇ...

ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ...

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା: ନିର୍ବାହୀ ଅଧିକାରୀଙ୍କୁ ଘେରିଲେ

ବାଲେଶ୍ୱର ଅଫିସ, ୨୬।୨-ବାଲେଶ୍ୱର ସହର ରାସ୍ତାଗୁଡ଼ିକୁ ପ୍ରଶସ୍ତ କରିବା ଲାଗି ଜିଲା ପ୍ରଶାସନ ଓ ପୌରପାଳିକା କର୍ତ୍ତୃପକ୍ଷ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୌରପାଳିକା...

ହିତାଧିକାରୀଙ୍କ ଘରେ ପହଞ୍ଚିଲା ଆଗୁଆ ଭତ୍ତା ଟଙ୍କା

ସମ୍ବଲପୁର,୨୭।୩ (ବ୍ୟୁରୋ)-କରୋନା କଟକଣା ଓ ଦେଶ ଲକ୍‌ ଡାଉନ୍‌ ଘୋଷଣା ପରେ ସରକାର ଲୋକଙ୍କୁ ଆର୍ଥତ୍କ ସହାୟତା କରିବା ପାଇଁ ଯୋଜନା କରିଛନ୍ତି। ବିଭିନ୍ନ ଯୋଜନାରେ...

ରାଜଧାନୀରେ ଏସ୍‌ଏଚ୍‌ଜି ଜଳସେବା ଶିବିର ପ୍ରହସନ: ଗୋଟିଏ ଦିନ ଖୋଲି ବନ୍ଦ ହୋଇଗଲା

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ଅସହ୍ୟ ତାତି। ହଟହଟା ହେଉଛନ୍ତି ଯାତ୍ରୀ। ଲଗାତାର ଦୁଇଦିନ ଧରି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ଭୁବନେଶ୍ୱରରେ ଦେଖିବାକୁ ମିଳିଛି...

Advertisement
Archives

Model This Week