କ୍ୟୁଆରଏସଏଏମ୍‌ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୯(ବ୍ୟୁରୋ) : ଡିଆରଡିଓ ବୈଜ୍ଞାନିକ ଏବଂ ଭାରତୀୟ ସେନା ପକ୍ଷରୁ ଗୁରୁବାର ସଫଳତାର ସହ କ୍ୟୁଆରଏସଏଏମ୍‌ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷଣ ସମୟରେ, କ୍ଷେପଣାସ୍ତ୍ରଟି ନିର୍ଦ୍ଦିଷ୍ଟ ଲକ୍ଷ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ ଭେଦ କରିଛି। ଡିଆରଡିଓୀ ଓଡିଶାର ଚାନ୍ଦିପୁର ରେଞ୍ଜରେ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି।
ଏହି କ୍ଷେପଣାସ୍ତ୍ରର ୩ କିଲୋମିଟରରୁ ୩୦ କିଲୋମିଟର ଦୂରତାରେଥିବା ଶତ୍ରୁ କ୍ଷେପଣାସ୍ତ୍ର, ବିମାନ, ହେଲିକପ୍ଟର ଏବଂ ଡ୍ରୋନକୁ ନଷ୍ଟ କରିପାରିବାର କ୍ଷମତା ରହିଛି।

ଏହି କ୍ଷେପଣାସ୍ତ୍ରର ଲମ୍ବ ୯୮ ଫୁଟ। ଏହା ଘଣ୍ଟା ପ୍ରତି ୫୭୫୮ କିଲୋମିଟର ବେଗରେ ଶତ୍ରୁ ଆଡକୁ ଗତି କରିବାକୁ ସକ୍ଷମ। ଫଳରେ ଶତ୍ରୁ ଖସିଯିବାର କୌଣସି ସୁଯୋଗ ପାଇବ ନାହିଁ।
ଏହାକୁ ଯେକୌଣସି ପାଣିପାଗ ସ୍ଥିତି ଏବଂ ଯେକୌଣସି ସ୍ଥାନରୁ ଉତ୍‌କ୍ଷେପଣ କରିହେବ। ଶତ୍ରୁ ଏହାର ଯୋଗାଯୋଗ ପ୍ରଣାଳୀକୁ ବାଧା ଦେଇପାରିବ ନାହିଁ। ଏହା ଶତ୍ରୁ ରାଡାରକୁ ଅକାମୀ କରିବାର କ୍ଷମତା ଅଛି। ଥରେ ଟାର୍ଗେଟ ଲକ୍‌ ହୋଇଗଲେ, କେହି ଏଥିରୁ ରକ୍ଷା ପାଇପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri