Odisha Elections 2024

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର ସଫଳ ପରୀକ୍ଷଣ ହୋଇଛି। ସକାଳ ୮ଟା ୩୫ ମିନିଟରେ ଏହାର ପରୀକ୍ଷଣ ହୋଇଥିବା ଜଣାଯାଇଛି। ଡିଆରଡିଓ ପ୍ରସ୍ତୁତ ଏହି ମିସାଇଲର ୬୩୪ କିଲୋମିଟର ପର୍ଯ୍ୟନ୍ତ ଲକ୍ଷଭେଦ କ୍ଷମତା ରହିଛି। ଶତ୍ରୁପକ୍ଷର ସମସ୍ତ ଟାର୍ଗେଟକୁ ଏହା ଧ୍ୱଂସ କରିବାରେ ସକ୍ଷମ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri