Posted inରାଜ୍ୟ

ଆକାଶ’ର ସଫଳ ପରୀକ୍ଷଣ

ବାଲେଶ୍ୱର,୨୫ା୧- ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ‘ଆକାଶ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ସୋମବାର ଅପରାହ୍ନ ୨ଟା ୨୫ ମିନିଟରେ ଏହି ପରୀକ୍ଷଣ ହୋଇଥିଲା। ୫.୭୮ ମିଟର ଲମ୍ବ ଓ ୭୨୦ କିଲୋଗ୍ରାମ ଓଜନ ବିଶିଷ୍ଟ ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୩୦ କି.ମି.। ଶବ୍ଦର ବେଗଠାରୁ ଅଢ଼େଇଗୁଣ ଅଧିକ ବେଗରେ ‘ଆକାଶ’ ସ୍ଥିରୀକୃତ ଟାର୍ଗେଟକୁ ଲକ୍ଷ୍ୟଭେଦ କରିଥିଲା। ଏଥିରେ ୬୦ କିଲୋ ପର୍ଯ୍ୟନ୍ତ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇପାରିବ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାମ୍ପ ଅଫିସରେ ଡିଜିପିଙ୍କ ବୈଠକକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୫।୨(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରି ହତ୍ୟା କରିବା ଘଟଣାକୁ ଶନିବାର ସପ୍ତାହେ ପୂରିଛି। ହେଲେ ମନ୍ତ୍ରୀଙ୍କୁ ହତ୍ୟା...

ଲୋକ ସଭାରେ ଶପଥ ନେଲେ ଓଡ଼ିଶାର ୧୬ ଏମ୍‌ପି

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ସପ୍ତଦଶ ଲୋକ ସଭାର ପ୍ରଥମ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ନବନିର୍ବାଚିତ ସଦସ୍ୟମାନଙ୍କ ଶପଥ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଥମେ...

ଜାନୁଆରୀ ୩ରୁ ଖୋଲିପାରିବ ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ପାଇଁ ଧାର୍ମିକ ଅନୁଷ୍ଠାନ ଖୋଲା ନ ଯିବାକୁ ସରକାର ଘୋଷଣା କରିଥିଲେ। ବର୍ତ୍ତମାନ ସଂକ୍ରମଣ ହାର କମୁଥିବା ଯୋଗୁ ଏହାକୁ ଧିରେ ଧିରେ...

ଆଜିଠୁ ଅଲାରନାଥଙ୍କ ଅଣସର ଦର୍ଶନ

ବ୍ରହ୍ମଗିରି, ୧୮।୬(ଡି.ଏନ୍‌.ଏ.): ଯୁଗେ ଯୁଗେ ଭକ୍ତ ପାଇଁ ଭଗବାନ ବିଭିନ୍ନ ଅବତାର ନେଇ ଅନେକ ଲୀଳାଖେଳା କରିଛନ୍ତି। କେତେବେଳେ ରାମ ଅବତାରରେ ଶବରୀଠାରୁ ଅଇଁଠା ଖାଇ...

ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ...

ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା

ସମ୍ବଲପୁର,୧୦ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ବିଭାଗ ପରିଚାଳନାରେ ହାଇସ୍କୁଲ ରୂପାନ୍ତରଣ କରାଯାଉଛି। ଘରୋଇ ସ୍କୁଲ ଭଳି ସମସ୍ତ ସୁବିଧା ଯୋଗାଇ ଦେବାକୁ ଯୋଜନା କରାଯାଇଛି। ହେଲେ...

୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ...

ରଥଯାତ୍ରା ପାଇଁ ପୁରୀକୁ ଚାଲିବ ୧୫ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୧୬।୬(ଅଭିଜିତ ଦାସ): ଆସନ୍ତା ୨୦ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ପୂର୍ବତଟ ରେଳପଥ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ୧୫ଟି ସ୍ପେଶାଲ...

Advertisement
Archives

Model This Week