‘ସ୍ବାସ୍ଥ୍ୟସେବା କ୍ଷେତ୍ରରେ ୫ଜିର ସଫଳ ପରୀକ୍ଷଣ’

ନୂଆଦିଲ୍ଲୀ,୨୪।୧୨: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ଏୟାରଟେଲ୍‌ ଓ ହେଲ୍‌ଥକେୟାର ଗ୍ରୁପ୍‌ ଆପୋଲୋ ହସ୍ପିଟାଲ ମିଳିତ ଭାବେ ଭାରତର ପ୍ରଥମ ୫ଜି ଚାଳିତ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଗାଇଡେଡ୍‌ କୋଲୋନୋସ୍କୋପି ଟ୍ରାଏଲ୍‌ କରିଛନ୍ତି। ଏହି ପରୀକ୍ଷଣକୁ ଅଲ୍‌ଟ୍ରା-ଲୋ ଲାଟେନ୍ସି ଓ ହାଇ ପ୍ରୋସେସିଂ କ୍ଷମତା ସହ ଏୟାରଟେଲ୍‌ର ୫ଜି ଟେକ୍ନୋଲୋଜି ଉପରେ ଏଆଇର ବ୍ୟବହାର କରି କରାଯାଇଥିଲା। ଫଳରେ କୋଲୋନ୍‌ କ୍ୟାନ୍‌ସରକୁ ଖୁବ୍‌ଶୀଘ୍ର ଓ ଅଧିକ ସଠିକତାର ସହ ଚିହ୍ନଟ କରାଯାଇପାରିଥିଲା। ବିଶେଷ କରି ହେଲ୍‌ଥନେଟ୍‌ ଗ୍ଲୋବାଲ, ଏଡବ୍ଲ୍ୟୁଏସ୍‌ ଓ ଅଭେଶା ଭଳି କମ୍ପାନୀ ଉକ୍ତ ପରୀକ୍ଷଣରେ ସହଭାଗିତା କରିଥିଲେ। ଏପରିକି ଏଆଇ ଗାଇଡେଡ୍‌ କାଲୋନୋସ୍କୋପି ପଦ୍ଧତିର ଫଳସ୍ବରୂପ ବିନା କୌଣସି ଲ୍ୟାଗ୍‌ରେ ରିଅଲ୍‌ ଟାଇମ୍‌ରେ ଇମେଜ୍‌ ପ୍ରୋସେସିଂ ହୋଇଥିଲା। ଏହାର ବ୍ୟବହାର ଚିକିତ୍ସକଙ୍କ ପାଇଁ ଚକ୍ଷୁର ଏକ ଅତିରିକ୍ତ ପେୟାରକୁ ସକ୍ଷମ କରୁଛି ଏବଂ ପଲିପ୍‌ସର ଚିହ୍ନଟ ହାରକୁ ଉନ୍ନତ କରୁଛି, ଯାହାଫଳରେ ରୋଗୀଙ୍କ ଜୀବନ ବଞ୍ଚାଯାଇପାରୁଛି ଓ ରୋଗୀଙ୍କ ସେବାରେ ଉନ୍ନତି ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri