ଏହିପରି ପିଲା ସତ୍ୟଠାରୁ ବହୁ ଦୂରରେ, କେବେବି ହାସଲ କରିପାରିବେନି ଶିକ୍ଷା

ଜୀବନ ସହ ଜଡ଼ିତ ସମସ୍ୟାର ସମାଧାନ ପାଇଁ ଚାଣକ୍ୟ ଅନେକ ନୀତି ବର୍ଣ୍ଣନା କରିଛନ୍ତି। ଏଥିରେ ଏକ ଶ୍ଳୋକ ମାଧ୍ୟମରେ ସେ କହିଛନ୍ତି, କେଉଁ ପ୍ରକାରର ପିଲା ଶିକ୍ଷା ହାସଲ କରି ପାଆନ୍ତି ନାହିଁ। ଏହା ସହ କେଉଁ ପ୍ରକାର ଲୋକେ ସତ୍ୟଠାରୁ ଦୂରରେ ରୁହନ୍ତି । ଜାଣନ୍ତୁ ଚାଣକ୍ୟଙ୍କ ଏହି ନୀତି ବିଷୟରେ …

ଚାଣକ୍ୟଙ୍କ ଅନୁଯାୟୀ, ଯିଏ ଘରର ଆକର୍ଷଣରେ ବନ୍ଧା ସେ କେବେବି ଶିକ୍ଷା ହାସଲ କରିପାରିବ ନାହିଁ। ତାଙ୍କର ମନ ଅଧ୍ୟୟନରୁ ଦୂରେଇ ରହିଥାଏ। ତେଣୁ ଅଧ୍ୟୟନ କରୁଥିବା ପିଲାମାନେ ଗୃହଠାରୁ ଦୂରରେ ରହିବା ଉଚିତ୍‌।

ଜଣେ ମାଂସାହାରୀ ବ୍ୟକ୍ତିଙ୍କଠାରୁ ଦୟା ଆଶା କରିବା ଉଚିତ୍‌ ନୁହେଁ। ହେଲେ ଜଣେ ଶାକାହାରୀ ବ୍ୟକ୍ତିଙ୍କଠାରୁ ଦୟା ଆଶା କରାଯିବା ଉଚିତ । କାରଣ ସେମାନଙ୍କ ମନରେ ଦୟା ଥାଏ ।

ଜଣେ ଲୋଭୀ ବ୍ୟକ୍ତିଙ୍କୁ କେବେବି ବିଶ୍ୱାସ କରିବା ଉଚିତ ନୁହେଁ। କାରଣ ସେମାନେ ଅଧିକରୁ ଅଧିକ ଧନ କିପରି ସଂଗ୍ରହ କରିବେ ସେ ନେଇ ଚିନ୍ତାରେ ଥାନ୍ତି। ଏହିପରି ଲୋକମାନେ ସତ୍ୟଠାରୁ ବହୁ ଦୂରରେ ରୁହନ୍ତି। ତେଣୁ ସେମାନଙ୍କୁ ବିଶ୍ୱାସ କରାଯିବା ଉଚିତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri