Posted inଫୁରସତ

ଏମିତି ଦେଶ, ଯେଉଁଠି ନାହାନ୍ତି ଜଣେ ହେଲେ ଭାରତୀୟ

ଭାରତୀୟମାନେ ପୃଥିବୀର ପ୍ରାୟ କୋଣ ଅନୁକୋଣରେ ବସବାସ କରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଗସ୍ତ ହେଉ କିମ୍ବା କ୍ରିକେଟ ମ୍ୟାଚ୍‌ ହେଉ … ଆମେ ପ୍ରତ୍ୟେକ ବଡ଼ ଇଭେଣ୍ଟରେ ଭାରତର ଲୋକଙ୍କୁ ଦେଖିବାକୁ ପାଇଥାଉ। ଭାରତରୁ ବହୁ ସଂଖ୍ୟକ ଲୋକ ଆମେରିକା, ୟୁରୋପ, ଅଷ୍ଟ୍ରେଲିଆ ଏବଂ ଏସିଆ ମହାଦେଶରେ ବାସ କରନ୍ତି। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଚାକିରି ପର୍ଯ୍ୟନ୍ତ ପ୍ରତ୍ୟେକ ଶ୍ରେଣୀର ଲୋକଙ୍କୁ ଦେଖିବାକୁ ପାଇଥାଉ। କିନ୍ତୁ ଏମିତି ଏକ ଦେଶ ଅଛି, ଯେଉଁଠାରେ ଜଣେ ହେଲେ ଭାରତୀୟ ନାହାନ୍ତି।

ଆଜି ବିଶ୍ୱରେ ସମୁଦାୟ ୧୯୫ଟିଦେଶ ଅଛି। ଏହି ଦେଶଗୁଡ଼ିକ ମଧ୍ୟରୁ ମୋଟ୍‌ ୧୯୩ଟି ମିଳିତ ଜାତିସଂଘର ସଦସ୍ୟ ଅଟନ୍ତି। ଯେତେବେଳେ ୨ଟି ଦେଶ ଅଣ-ସଦସ୍ୟ ପର୍ଯ୍ୟବେକ୍ଷକ ଦେଶ ଅଟନ୍ତି। ଏଥିମଧ୍ୟରୁ ତିନୋଟି ଦେଶ ଏପରି ଯେଉଁଠାରେ ଭାରତର ଲୋକମାନେ ବାସ କରନ୍ତି ନାହିଁ। ଜାଣନ୍ତୁ ଏ ସମ୍ପର୍କରେ…

ଭାଟିକାନ ସିଟି ଦୁନିଆର ସବୁଠାରୁ ଛୋଟ ଦେଶ ୦.୪୪ ବର୍ଗ କିଲୋମିଟର। ଯାହା ରୋମ ସହର ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଘେରି ରହିଛି। ଭାଟିକାନ ସିଟି ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ରୋମାନ କ୍ୟାଥେଲିକ୍‌ଙ୍କ ପାଇଁ ଆଧ୍ୟାତ୍ମିକ କେନ୍ଦ୍ର ଭାବରେ କାର୍ଯ୍ୟ କରୁଛି। ମାତ୍ର ଆଶ୍ଚର୍ଯ୍ୟର କଥା ଜନସଂଖ୍ୟାରେ ସବୁଠାରୁ ଛୋଟ ଦେଶ ହୋଇଥିବାରୁ ସେଠାରେ କୌଣସି ଭାରତୀୟ ବାସ କରନ୍ତି ନାହିଁ। ଏହି ଦେଶର ଜନସଂଖ୍ୟା ୧ ହଜାରରୁ କମ୍‌। ସେହିପରି ସାନ୍‌ ମାରିନୋ ଏବଂ ତୁବାଲୁରେ ମଧ୍ୟ ଭାରତୀୟ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri