Posted inଫୁରସତ

ଏମିତି ଦେଶ, ଯେଉଁଠି ନାହାନ୍ତି ଜଣେ ହେଲେ ଭାରତୀୟ

ଭାରତୀୟମାନେ ପୃଥିବୀର ପ୍ରାୟ କୋଣ ଅନୁକୋଣରେ ବସବାସ କରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଗସ୍ତ ହେଉ କିମ୍ବା କ୍ରିକେଟ ମ୍ୟାଚ୍‌ ହେଉ … ଆମେ ପ୍ରତ୍ୟେକ ବଡ଼ ଇଭେଣ୍ଟରେ ଭାରତର ଲୋକଙ୍କୁ ଦେଖିବାକୁ ପାଇଥାଉ। ଭାରତରୁ ବହୁ ସଂଖ୍ୟକ ଲୋକ ଆମେରିକା, ୟୁରୋପ, ଅଷ୍ଟ୍ରେଲିଆ ଏବଂ ଏସିଆ ମହାଦେଶରେ ବାସ କରନ୍ତି। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଚାକିରି ପର୍ଯ୍ୟନ୍ତ ପ୍ରତ୍ୟେକ ଶ୍ରେଣୀର ଲୋକଙ୍କୁ ଦେଖିବାକୁ ପାଇଥାଉ। କିନ୍ତୁ ଏମିତି ଏକ ଦେଶ ଅଛି, ଯେଉଁଠାରେ ଜଣେ ହେଲେ ଭାରତୀୟ ନାହାନ୍ତି।

ଆଜି ବିଶ୍ୱରେ ସମୁଦାୟ ୧୯୫ଟିଦେଶ ଅଛି। ଏହି ଦେଶଗୁଡ଼ିକ ମଧ୍ୟରୁ ମୋଟ୍‌ ୧୯୩ଟି ମିଳିତ ଜାତିସଂଘର ସଦସ୍ୟ ଅଟନ୍ତି। ଯେତେବେଳେ ୨ଟି ଦେଶ ଅଣ-ସଦସ୍ୟ ପର୍ଯ୍ୟବେକ୍ଷକ ଦେଶ ଅଟନ୍ତି। ଏଥିମଧ୍ୟରୁ ତିନୋଟି ଦେଶ ଏପରି ଯେଉଁଠାରେ ଭାରତର ଲୋକମାନେ ବାସ କରନ୍ତି ନାହିଁ। ଜାଣନ୍ତୁ ଏ ସମ୍ପର୍କରେ…

ଭାଟିକାନ ସିଟି ଦୁନିଆର ସବୁଠାରୁ ଛୋଟ ଦେଶ ୦.୪୪ ବର୍ଗ କିଲୋମିଟର। ଯାହା ରୋମ ସହର ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଘେରି ରହିଛି। ଭାଟିକାନ ସିଟି ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ରୋମାନ କ୍ୟାଥେଲିକ୍‌ଙ୍କ ପାଇଁ ଆଧ୍ୟାତ୍ମିକ କେନ୍ଦ୍ର ଭାବରେ କାର୍ଯ୍ୟ କରୁଛି। ମାତ୍ର ଆଶ୍ଚର୍ଯ୍ୟର କଥା ଜନସଂଖ୍ୟାରେ ସବୁଠାରୁ ଛୋଟ ଦେଶ ହୋଇଥିବାରୁ ସେଠାରେ କୌଣସି ଭାରତୀୟ ବାସ କରନ୍ତି ନାହିଁ। ଏହି ଦେଶର ଜନସଂଖ୍ୟା ୧ ହଜାରରୁ କମ୍‌। ସେହିପରି ସାନ୍‌ ମାରିନୋ ଏବଂ ତୁବାଲୁରେ ମଧ୍ୟ ଭାରତୀୟ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri