ବୋହୂଙ୍କ ଇଚ୍ଛା ପୂରଣ ପାଇଁ ଶ୍ୱଶୁର ନେଲେ ଏଭଳି ନିଷ୍ପତ୍ତି

ବିବାହରେ କନ୍ୟା ବିଦାୟ ଏକ ଭାବପ୍ରବଣ ମୂହୁର୍ତ୍ତ। ରାଜସ୍ଥାନର ଭରତପୁରରେ ଜଣେ କନ୍ୟାଙ୍କ ବିଦାୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଛତ୍ରପୁରର ଗାଁର ଝିଅ ହେଲିକପ୍ଟରରେ ଶାଶୁଘରକୁ ବିଦା ହୋଇଛନ୍ତି। ହେଲିକପ୍ଟରରେ ଶାଶୁଘର ଯିବା କନ୍ୟାଙ୍କ ଇଚ୍ଛା ଥିଲା। ପରେ ଶ୍ୱଶୁର ୫ ଲକ୍ଷ ଟଙ୍କା ଖର୍ଚ୍ଚକରି ବୋହୂଙ୍କ ଏହି ଇଚ୍ଛା ପୂରଣ କରିଛନ୍ତି। ଭରତପୁର କରୋଲି ଗାଁର ବିଡ୍‌ଗାମାରେ ରହୁଥିବା ପିଡବ୍ଲ୍ୟୁଡି କଣ୍ଟ୍ରାକ୍ଟରଙ୍କ ପୁଅ ନରେନ୍ଦ୍ର ସିଂ ଛତ୍ରପୁରର ଜଣେ ଝିଅକୁ ବିବାହ କରିଥିଲେ। ନରେନ୍ଦ୍ର ସିଂ ବରଯାତ୍ରୀ ନେଇ ଛତ୍ରପୁରରେ ପହଞ୍ଚିଥିଲେ। ହେଲିକପ୍ଟରରେ ବିଦାୟ ପାଇଁ କନ୍ୟାଙ୍କ ଇଚ୍ଛା ଥିଲା। ଯେତେବେଳେ ଶ୍ୱଶୁର ଏହି ଇଚ୍ଛା ବିଷୟରେ ଜାଣିଲେ, ସେ ବୋହୂଙ୍କ ଇଚ୍ଛାକୁ ପୂରଣ କରିବା ପାଇଁ ଏକ ଯୋଜନା ପ୍ରସ୍ତୁତ କଲେ। ବିବାହ ରୀତିନୀତି ସମାପ୍ତ ପରେ ବର କନ୍ୟାଙ୍କୁ ହେଲିକପ୍ଟରରେ ନେଇ ତାଙ୍କ ଗାଁକୁ ଗଲେ। ଏଥିସହିତ ବରର ଗାଁରେ ହେଲିକପ୍ଟରରେ କ୍ୟନ୍ୟା ଆସୁଥିବା ଦେଖିବା ପାଇଁ ଗ୍ରାମବାସୀଙ୍କ ଭିଡ଼ ଜମିଥିଲା। ଏହି ସମୟରେ ଏକ ହେଲିକପ୍ଟର ଛତ୍ରପୁରର ଆକାଶ ଉପରେ ଉଡିଥିବାର ଦେଖାଗଲା। ଶ୍ୱଶୁରଙ୍କଠାରୁ ଏହି କଥା ଜାଣି ବୋହୂଙ୍କ ଖୁସି କହିଲେ ନ ସରେ। ପରିବାର ସଦସ୍ୟ କହିଛନ୍ତି, ହେଲିକପ୍ଟର ପାଇଁ ପାଞ୍ଚ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri