Posted inଖେଳ

କୋହଲିଙ୍କ ଏହି କାର୍ଯ୍ୟ ଦେଖି ରାଗିଗଲେ ଗାଭାସ୍କର: କହିଲେ. ତାଙ୍କ ମୁଣ୍ଡରେ…

ସେଞ୍ଚୁରିୟନ୍‌,୩୦।୧୨:ସେଞ୍ଚୁରିୟନର ସୁପରପୋର୍ଟ ପାର୍କରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚର ଦ୍ୱିତୀୟ ଇନିଂସରେ ବିରାଟ କୋହଲି ମାତ୍ର ୧୮ ରନ ସ୍କୋର କରିପାରିଛନ୍ତି। ଏହା ସହିତ ଭାରତୀୟ ଟେଷ୍ଟ ଅଧିନାୟକ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ଏକ ଶତକ ବିନା ଦୁଇଟି କ୍ୟାଲେଣ୍ଡର ବର୍ଷ ପୂରଣ କରିଛନ୍ତି। ସେଞ୍ଚୁରିୟନ ଟେଷ୍ଟର ଉଭୟ ଇନିଂସରେ କୋହଲି ଭଲ ଫର୍ମରେ ନଜର ଆସୁଥିଲେ ମଧ୍ୟ ଅଫ-ଷ୍ଟମ୍ପ ବାହାରେ ବଲ ପିଛା କରୁଥିବା ବେଳେ ଉଇକେଟ ହରାଇଥିଲେ। ମ୍ୟାଚର ଚତୁର୍ଥ ଦିନ ଦ୍ୱିତୀୟ ଇନିଂସରେ ମଧ୍ୟାହ୍ନ ଭୋଜନ ବିରତି ପରେ କୋହଲି ପ୍ରଥମ ବଲରେ ଡେବ୍ୟୁଟାଣ୍ଟ ମାର୍କୋ ଜେନସେନଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ।
କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ବିରାଟ କୋହଲିଙ୍କ ଏହି ଉଇକେଟ ବିଶ୍ଳେଷଣ କରି ଏହାକୁ ଏକ ‘ଢିଲା ସଟ’ ବୋଲି କହିଛନ୍ତି। ଏହା ସହିତ ସେ କହିଛନ୍ତି ବୋଧହୁଏ ତାଙ୍କ ମନରେ ଇନିଂସ ଘୋଷଣା କରିବାର ଚିନ୍ତା ଚାଲିଥିଲା। ଷ୍ଟାର ସ୍ପୋର୍ଟସରେ କମେଣ୍ଟ୍ରି କଲା ବେଳେ ଗାଭାସ୍କର କୋହଲି ଏମିତି ଉଇକେଟ ହରାଇବା ଦେଖି ରାଗି ଯାଇଥିଲେ ଏବଂ ସେ ଏହାକୁ ମଧ୍ୟ ସମାଲୋଚନା କରିଥିଲେ। ଗାଭାସ୍କରଙ୍କ ବ୍ୟତୀତ ସଞ୍ଜୟ ବାଙ୍ଗର ବିରାଟ କୋହଲିଙ୍କ ଏହି ସଟ୍‌ରେ ଖୁସି ନ ଥିଲେ। ବାଙ୍ଗର କହିଛନ୍ତି, ଆଶା କରାଯାଉଥିଲା ସେ ଦୀର୍ଘ ସମୟ ଧରି କ୍ରିଜରେ ରହିବେ, ଲମ୍ବା ସ୍କୋର କରିବେ, କିନ୍ତୁ ସେ ପୁଣି ଥରେ ସମାନ ଭୁଲ କରିଛନ୍ତି, ଯାହା ସେ ଦୀର୍ଘ ଦିନ ଧରି କରିଆସୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri