Posted inଫୁରସତ

ହାତଧରି ମାଙ୍କଡ଼ ଦେଉଛି ଏପରି ବାର୍ତ୍ତା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ପଞ୍ଜୁରୀରେ ଆବଦ୍ଧ ଥିବା ଏକ ମାଙ୍କଡ଼ ଜଣେ ବ୍ୟକ୍ତିଙ୍କୁ ବାର୍ତ୍ତା ଦେଉଛି। ସେ ବ୍ୟକ୍ତିଙ୍କ ହାତକୁ ଭିଡ଼ିଧରି ତାଙ୍କ ହାତରେ କିଛି ପତ୍ର ଦେଉଛି। ପରେ ସେ ସବୁ ନେଇ ଯାଉଛି। ପୁଣି କିଛି ପତ୍ର ଦେଇ ହାତ ଥାପୁଡ଼େଇ ଦେଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ସେ କ୍ୟାପ୍‌ଶନ୍‌ରେ ଲେଖିଛନ୍ତି ଯେ, ‘‘ଏହି ମାଙ୍କଡ଼ ଏକ ବାର୍ତ୍ତା ପଠାଉଛି – ପ୍ରତିଦିନ ତୁମେ ମୋ ହୃଦୟକୁ ଏହିପରି ଭାଙ୍ଗି ଦେଇଛ … …’’ । ଏହା ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତର୍ଜାତିକ ଅହିଂସା ଦିବସ:ସତ୍ୟ ସର୍ବୋଚ୍ଚ ନୀତି, ଅହିଂସା ପରମ କର୍ତ୍ତବ୍ୟ

ଅହିଂସା ଶାନ୍ତିର ମାର୍ଗ। ଅହିଂସା ମାନବର ଶ୍ରେଷ୍ଠ ଗୁଣ। ସବୁ ଧର୍ମରେ ଏହାର ସ୍ଥାନ ସ୍ବତନ୍ତ୍ର। ଜାତିର ପିତା ମହାତ୍ମା ଗାନ୍ଧୀ ଅହିଂସାର ପଥିକ ଥିଲେ।...

କିଏ ଏହି ମଡେଲ, ଯାହାଙ୍କୁ ଟ୍ରମ୍ପ୍‌ କରିଥିଲେ ବ୍ଲକ; ବାଇଡେନ କରୁଛନ୍ତି ଫଲୋ

ଓ୍ବାଶିଂଟନ,୨୪।୧ : ଆମେରିକାର ନବନିଯୁକ୍ତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଫିସିଆଲ ଟୁଇଟର ଆକାଉଣ୍ଟ ମିଳିଛି। ଏହି ଆକାଉଣ୍ଟରେ ସେ ୧୩ ଜଣ ଲୋକଙ୍କୁ ଫଲୋ କରୁଛନ୍ତି।...

ଏହି ମନ୍ଦିରରେ ଭଗବାନ ଶିବଙ୍କୁ ଚଢ଼ାଯାଏ ସିଗାରେଟ

ଆଜି ସାରା ଦେଶରେ ମହାଶିବରାତ୍ରୀ ଉତ୍ସାହର ସହ ପାଳନ କରାଯାଉଛି। ଭକ୍ତମାନେ ମନ୍ଦିରରେ ପହଞ୍ଚି ଭୋଳାନାଥଙ୍କୁ ପୂଜା କରୁଛନ୍ତି। ଭୋଳାନାଥଙ୍କର ଭାଙ୍ଗ, ବେଲପତ୍ର ଏବଂ ଦୁଦୁରା...

ରଥଯାତ୍ରାରେ ସାମିଲ ନ ହୋଇପାରିବାର ଦୁଃଖ, ଅବସୋସ

କିଏ କହେ ରଥରେ ଜଗନ୍ନାଥଙ୍କୁ ଦେଖିଲେ କୋଟିପୁଣ୍ୟର ଫଳ ମିଳେ ତ ପୁଣି ବିଶ୍ୱାସ ରହିଛି ରଥାରୂଢ଼ ଜଗନ୍ନାଥଙ୍କୁ ଦେଖିବା ପରେ ଆଉ ପୁନର୍ଜନ୍ମ ନ...

ମହାପ୍ରଭୁଙ୍କ ଚେତନାରେ ଜୀବନ ହୁଏ ମଧୁମୟ: ସଂସ୍କୃତିର ଗବେଷକ ଡ. ସୁରେନ୍ଦ୍ର ନାଥ ଦାଶ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିର ପ୍ରଚାରପ୍ରସାର ଓ ଗବେଷଣାରେ ମନୋନିବେଶ କରି ସେ ବହୁ ବିରଳ ତଥା ପୁରାତନ ପୁସ୍ତକ ଓ ପୋଥିକୁ ସଂଗ୍ରହ କରିଛନ୍ତି। ତଥ୍ୟସମ୍ବଳିତ...

ଚୋରି ହୋଇଥିବା ପୋଷାକୁକୁରକୁ ଖୋଜିବା ପାଇଁ ବିମାନ ବୁକ୍‌ କଲେ ମହିଳା

ଓ୍ବାଶିଂଟନ୍‌: ମଣିଷ ଏବଂ ପଶୁପକ୍ଷୀଙ୍କ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ନିବିଡ଼। ଏହାର ଅନେକ ଉଦାହରଣ ମଧ୍ୟ ରହିଛି। ସେଥିମଧ୍ୟରୁ ଏକ ଉଦାହରଣ ଆମେରିକାରେ ଦେଖିବାକୁ ମିଳିଛି।...

ସାଥୀଙ୍କଠାରୁ ଦୂରେଇ ରହୁଥିଲେ କରନ୍ତୁ ଏପରି, ବନ୍ଧନ ରହିବ ଅତୁଟ

ସାଥୀଙ୍କଠାରୁ ଦୂରେଇ ରହିବା ବାସ୍ତବରେ କଷ୍ଟଦାୟକ। କିନ୍ତୁ କିଛି ଲୋକ କୁହନ୍ତି, ଦୂରତା ଦୁଇଟି ହୃଦୟକୁ ନିକଟତର କରିଥାଏ। ଆଉ କିଛି ଭାବନ୍ତି, ଯିଏ ଆଖିରୁ...

ବିସ୍କୁଟ ଖାଇଲେ ୪୦ ଲକ୍ଷ ଟଙ୍କା ଦରମା ଦେବ ଏହି କମ୍ପାନୀ: ଏମିତି କରିପାରିବେ ଆବେଦନ

ଚାକିରିରେ କେବଳ ବିସ୍କୁଟ ଖାଇଲେ ମିଳିବ ମୋଟା ଅଙ୍କର ଅର୍ଥ ରାଶି। ଲକ୍ଷେ କି ୨ ଲକ୍ଷ ନୁହେଁ ମିଳିବ ୪୦ ଲକ୍ଷ ଟଙ୍କା। ବିଶ୍ୱାସ...

Advertisement


Archives

Model This Week