ଏମିତି ଭୁଲ ବଢ଼ାଇପାରେ ସୁଗାରର ମାତ୍ରା

ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ନେଇ ଶରୀରରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ମୁକ୍ତି ଲାଗି ସବୁଠୁ ଜରୁରୀ ଉପଯୁକ୍ତ ଖାଦ୍ୟପେୟ। ଏ ନେଇ ମଧୁମେହ ରୋଗୀଙ୍କୁ ଖାଦ୍ୟପେୟ ଜନିତ ଅନେକ କଟକଣା କରାଯାଇଥାଏ। ଖାଦ୍ୟପେୟ ବା ଡାଏଟ୍‌ରେ ଅଳ୍ପ କିଛି ଭୁଲ ଶରୀରରେ ରକ୍ତ ଶର୍କରା ଅନିୟନ୍ତ୍ରିତ କରାଇ ବିଭିନ୍ନ ସମସ୍ୟା ସୃଷ୍ଟି କରି ଥାଏ, ଯାହା ବେଳେ ବେଳେ ବେଳେ ଗମ୍ଭୀର ରୂପ ନେଇଥାଏ।
ତେବେ ଜାଣନ୍ତୁ ଏ ସମ୍ପର୍କରେ…..

ଜଳଖିଆ:

ମଧୁମେହ ରୋଗୀ ସକାଳ ଜଳଖିଆ ଖାଇବା ଜରୁରୀ। ଏହା ଦିନ ତମାମ ଖାଦ୍ୟ ମଧ୍ୟରୁ ଅଧିକ ଗୁରୁତ୍ୱପୂର୍ଣ୍ଣ। ଠିକ ସମୟରେ ଖାଦ୍ୟ ଖାଇବା ଯୋଗୁ ରକ୍ତ ଶର୍କରା ନିୟନ୍ତ୍ରିତ ହୋଇଥାଏ। ଯଦି ସମୟ ଅଭାବରୁ ଜଳଖିଆ ଖାଉ ନାହାନ୍ତି ବା ଖାଇବାକୁ ଭୁଲିଯାଉଛନ୍ତି। ତେବେ ଏହି ଭୁଲ ରକ୍ତ ଶର୍କରାକୁ ବୃଦ୍ଧି କରିଥାଏ।

ନିୟମିତ ଯାଞ୍ଚ: ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବା ଜରୁରୀ। ଏ ନେଇ ନିୟମିତ ଯାଞ୍ଚର ଆବଶ୍ୟକତା ରହିଛି। ଏପରି କରିବା ଫଳରେ ଯଦି ସୁଗାର ସ୍ତର ବୃଦ୍ଧି ହେଉଥାଏ ତେବେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ଏହାକୁ ଅଣଦେଖା କରନ୍ତୁ ନାହିଁ।

ସୁସ୍ଥ ଖାଦ୍ୟ

ଖାଦ୍ୟରେ ସୁଗାର ମାତ୍ରା ମଧୁମେହ ରେଗୀଙ୍କୁ ବହୁ ପରିମାଣରେ ପ୍ରଭାବିତ କରିଥାଏ । ଏପରି ପରିସ୍ଥିତିରେ, ସୁଗାର ମାତ୍ରା କମ କରିବା ଲାଗି ଖାଦ୍ୟରେ ପରିବର୍ତ୍ତନ ଆଣିବା ଉଚିତ। ଖାଦ୍ୟରେ ଏପରି କିଛି ଜିନିଷ ସାମିଲ କରନ୍ତୁ ଯାହା ମଧୁମେହକୁ ନିୟନ୍ତ୍ରଣ କରିବ। କାରଣ ବେଳେ ବେଳେ କିଛି ଭୁଲ ଖାଦ୍ୟ ଏହାର ମାତ୍ରାକୁ ବୃଦ୍ଧି କରାଇଥାଏ।

ଯଥେଷ୍ଟ ନିଦ

କମ ନିଦ ହେତୁ ରକ୍ତରେ ଶର୍କରା ସ୍ତର ମଧ୍ୟ ବୃଦ୍ଧି ପାଇପାରେ। ମାତ୍ର ଦୈନନ୍ଦିନ ଜୀବନଚର୍ଯ୍ୟାରେ ପରିବର୍ତ୍ତନ ଲାଗି ଯଥେଷ୍ଟ ସମୟ ଶୋଇପାରି ନ ଥାଉ, ଯେଉଁ ଭୁଲ ମଧୁମେହକୁ ବୃଦ୍ଧି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri