Posted inଫୁରସତ

ଏମିତି ଗାଁ ଯେଉଁଠି ଝିଅ ହେଇଯାଏ ପୁଅ

ବେଳେବେଳେ ଆମେ ଏମିତି କିଛି ଘଟଣା ସମ୍ପର୍କରେ ଶୁଣୁ ଯାହାକୁ ବିଶ୍ୱାସ କରି ହୁଏନା। ସେମିତି ଏକ କଥା ସମ୍ପର୍କରେ ଆମେ ଏଠାରେ କହୁଛୁ। ସାଧାରଣତଃ ତରୁଣ ଅବସ୍ଥା ଉଭୟ ଝିଅ ଓ ପୁଅଙ୍କ ପାଇଁ ଏକ ଅଜବ ଓ କଠିନ ସମୟ ହୋଇଥାଏ। ଏହି ସମୟରେ ଶାରିରୀକ ଓ ମାନସିକ ସ୍ତରରେ ଅନେକ ପରିବର୍ତ୍ତନ ଘଟେ। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ‘ଡୋମିନିକନ ରିପବ୍ଲିକ୍‌ର ଲା ସାଲିନାସ’ ନାମକ ଏକ ଗାଁରେ ଘଟେ ଏକ ଅଜବ ଘଟଣା। ଏହି ଗାଁର ଝିଅମାନେ ତରୁଣ ଅବସ୍ଥାକୁ ଆସିବା ପରେ ସେମାନଙ୍କ ଲିଙ୍ଗ ଆପେ ବଦଳିଯାଏ, ଶାରିରୀକ ଗଠନ ବଦଳିଯାଏ, କଣ୍ଠସ୍ବର ଭାରି ହୋଇଯାଏ। ଆଉ ସେମାନେ ପାଲଟି ଯାଆନ୍ତି ପୁଅ। ଏହି କାରଣ ଲାଗି ଏଠାକାର ଅଧିବାସୀ ନିଜ ଗାଁକୁ ଅଭିଶପ୍ତ ବୋଲି କୁହନ୍ତି। ଆଉ ଗାଁରେ ଝିଅ ଜନ୍ମ ହେଲେ ଲୋକେ ବହୁତ ଦୁଃଖ କରନ୍ତି। ଗାଁର ୯୦ଜଣ ପିଲାରୁ ଜଣେ ପିଲା ଏହି ସ୍ଥିତି ଦେଇ ଗତି କରିଥାଏ। ତେବେ ଏହା କେମିତି ସମ୍ଭବ ହେଉଛି ତା’ର କାରଣ ବୈଜ୍ଞାନିକମାନେ ବି ଖୋଜି ପାରି ନାହାନ୍ତି। ଗାଁ ଲୋକେ ତ ଭାବନ୍ତି କୌଣସି ଅଦୃଶ୍ୟ ଶକ୍ତିର ଛାଇ ଗାଁ ଉପରେ ରହିଛି। ତେବେ ଡାକ୍ତର କହୁଛନ୍ତି ଏହା କୌଣସି ଆନୁବଂଶିକ ବିକାର ଅଟେ। ସ୍ଥାନୀୟ ଭାଷାରେ ଏଭଳି ରୋଗରେ ପିଡିତ ପିଲାଙ୍କୁ ସୁଡ଼ୋହର୍ମାଫ୍ରଡାଇଟ୍‌ କୁହାଯାଏ। ଏହି କାରଣରୁ ଏବେ ଏଠାରେ ଝିଅଙ୍କ ସଂଖ୍ୟା କମିବାକୁ ଲାଗିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri