Posted inଫୁରସତ

ଏମିତି ଜେଲ୍‌, ଯେଉଁଠି ନିରକ୍ଷର କଏଦୀଙ୍କୁ ପଢ଼ାଯାଏ ପାଠ

ଜେଲ୍‌ ନାଁ ଶୁଣିଲେ ମନକୁ ଆପଣାଛାଏଁ ଆସିଯାଏ କି ଏହା ଅପରାଧୀମାନଙ୍କ ପାଇଁ ସ୍ଥାନ। ମାତ୍ର ଉତ୍ତରପ୍ରଦେଶର ଫତେପୁର ଜିଲା କାରାଗାରରେ ଥିବା ବିଚାରାଧୀନ କଏଦୀମାନେ ପାଠ ପଢୁଛନ୍ତି। ଏମାନଙ୍କୁ ପଢ଼ାଉଛନ୍ତି ଜଣେ ଅପରାଧୀ। ଯିଏ କି ଜଣେ ଗ୍ରାଜୁଏଟ୍‌। ସାକ୍ଷରତା ମିଶନ ଅଭିଯାନରେ ଜେଲରେ ବନ୍ଦ ହୋଇରହିଥିବା ପ୍ରାୟ ୩୨୫ ବିଚାରାଧୀନ ନିରକ୍ଷର କଏଦୀଙ୍କୁ ସାକ୍ଷର କରିବା ପାଇଁ ପ୍ରଥମେ ଆରମ୍ଭ କରାଯାଇଥିଲା। ଏଥିପାଇଁ ୧୫ ବନ୍ଦୀ ଶିକ୍ଷକଙ୍କୁ ନିଯୁକ୍ତ କରାଯାଇଥିଲା। ସମସ୍ତ ଶିକ୍ଷକ ୨୫ ଟଙ୍କା ହିସାବରେ ପାଠ ପଢ଼ାଉଥିଲେ।

ଜେଲ୍‌ ଅଧୀକ୍ଷକ ମହମ୍ମଦ ଅକରମ ଖାନ କୁହନ୍ତି, ଏହି ଜେଲ୍‌ରେ ପ୍ରାୟ ୧୭୧୬ ଜଣ ବନ୍ଦୀ ରହିଛନ୍ତି। ଏହା ବ୍ୟତୀତ ୭୦ ମହିଳା ବନ୍ଦୀ ଏବଂ ୧୧ ପିଲା ଅଛନ୍ତି। ଏଥିରେ ୩୨୫ କଏଦୀଙ୍କୁ ପଢ଼ାଯାଉଛି। ସମସ୍ତ କଏଦୀ ନିରକ୍ଷକ। ଏମାନଙ୍କୁ ସାକ୍ଷର କରିବା ପାଇଁ ବାହାରୁ ଶିକ୍ଷକ ନୁହଁ, ଏହି ଜେଲ୍‌ରେ ବନ୍ଦୀ ଥିବା ଶିକ୍ଷକମାନେ ପାଠ ପଢ଼ାଉଛନ୍ତି। ସେ ଆହୁରି କହିଛନ୍ତି, ଏଠାରେ ବ୍ଲାକବୋର୍ଡ ଲଗାଯାଇ ନିରକ୍ଷର କଏଦୀଙ୍କୁ ସାକ୍ଷର କରିବା ପାଇଁ ପ୍ରତିଦିନ ୧୨ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପାଠପଢ଼ା ଚାଲିଥାଏ। ପାଠପଢ଼ା ବ୍ୟତୀତ ବନ୍ଦୀମାନଙ୍କୁ ହନୁମାନ ଚାଳିଶା, ଗୀତା, ରାମାୟଣ, କୋରାନ ଆଦି ପାଠ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri