Posted inଫୁରସତ

ଏତେ ଲମ୍ବା ଗୋଡ଼ !

ଟେକ୍ସାସ୍‌, ସେଦାର ପାର୍କର ୧୭ ବର୍ଷୀୟା ମ୍ୟାକି କୁରାନ। ତାଙ୍କୁ ଦେଖିଲେ ଲାଗିବ ସତେ ଯେମିତି ସେ ଏକ ଲମ୍ବା ବାଉଁଶ। କାରଣ ଏଇ ବୟସରେ ତାଙ୍କ ଉଚ୍ଚତା ୬ ଫୁଟ ୧୦ ଇଞ୍ଚ। ତାଙ୍କ ଗୋଡଗୁଡିକ ପ୍ରାୟ ଦେଢ ମିଟର ଲମ୍ବା। ବାମ ଗୋଡ଼ଟି ୧୩୫.୨୬୭ ସେ.ମି. ହୋଇଥିବାବେଳେ ଡାହାଣ ଗୋଡ ୧୩୪.୩ ସେ.ମି. ଲମ୍ବ। ଦୁଇଟି ଯାକ ଗୋଡ ତାଙ୍କ ଶରୀର ଉଚ୍ଚତାର ୬୦% ଅଟେ। ଏତେ ଲମ୍ବା ହୋଇଥିବାରୁ ତାଙ୍କୁ ଅନେକେ ଥଟ୍ଟା ପରିହାସ କରନ୍ତି। ହେଲେ ମ୍ୟାକି ନିଜର ଲମ୍ବା ଲମ୍ବା ଗୋଡ଼ ତଥା ଡେଙ୍ଗା ଶରୀରକୁ ଈଶ୍ୱରଙ୍କ ବରଦାନ ବୋଲି ମନେକରନ୍ତି। ଯଦିଓ ଏହାପାଇଁ କୌଣସି ଘରର ଦ୍ୱାର ଭିତରେ ପଶିବା, କାର୍‌ରେ ବସିବା କଷ୍ଟକର ହୁଏ। ପୋଷାକ ଫିଟ୍‌ ହୁଏନା। ତେବେ ଏହାର ଅନେକ ଉପକାରିତା ବି ଅଛି। ଏହି ଉଚ୍ଚତା ତାଙ୍କୁ ସ୍କୁଲ ଭଲିବଲ୍‌ ଟିମ୍‌ରେ ଭଲ ଖେଳିବାରେ ସାହାଯ୍ୟ କରେ। ମ୍ୟାକିଙ୍କ ପରିବାରରେ ସମସ୍ତେ ଡେଙ୍ଗା। ହେଲେ ମ୍ୟାକିଙ୍କ ଭଳି ଅସ୍ବାଭାବିକ ଡେଙ୍ଗା କେହି ନୁହନ୍ତି। ଏହି ଲମ୍ବା ଲମ୍ବା ଗୋଡ଼ ପାଇଁ ସେ ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ସବୁଠାରୁ ଲମ୍ବା ଗୋଡ଼ଥିବା କିଶୋରୀ ଓ ସବୁଠାରୁ ଲମ୍ବା ଗୋଡ ଥିବା ମହିଳାଭାବେ ରେକର୍ଡ କରିଛନ୍ତି। ଆଗାମୀ ଦିନରେ ସେ ସବୁଠାରୁ ଡେଙ୍ଗା ପେସାଦାର ମଡେଲର ରେକର୍ଡ କରିବାକୁ ଇଚ୍ଛା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri