ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଣୀ ଭାବେ ଦାୟିତ୍ଵ ଗ୍ରହଣ କଲେ ସୁଚିତ୍ରା ପାଣିଗ୍ରାହୀ, କହିଦେଲେ ବଡ଼ କଥା

ଛତ୍ରପୁର,୨୪।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ନୂତନ ଶିକ୍ଷା ଅଧିକାରୀଣୀ (ବି.ଇ.ଓ.) ଭାବେ ସୁଚିତ୍ରା କୁମାରୀ ପାଣିଗ୍ରାହୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୨୦୨୧ ବ୍ୟାଚର ବିଦ୍ୟାଳୟ ବିଭାଗରେ ଓଡ଼ିଶା ଶିକ୍ଷା ସେବା ଅଧିକାରୀଣୀ ଭାବେ ଯୋଗ ଦେଇଥିଲେ। ଏହା ପୂର୍ବରୁ ସୁଜିତ କୁମାର ପାଢ଼ୀ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ।

ସୁଚିତ୍ରା ପାଣିଗ୍ରାହୀ ବର୍ତ୍ତମାନ ବି.ଇ.ଓ. ଭାବେ ଅତିରିକ୍ତ ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ଛତ୍ରପୁର ସ୍ଥିତ ସର୍ବପୁରାତନ ପିଏମ ଶ୍ରୀ ଅନସ୍ଲୋ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଦାୟିତ୍ୱ ତୁଲାଉଛନ୍ତି । ଛତ୍ରପୁର ବ୍ଲକରେ ଥିବା ସମସ୍ତ ବିଦ୍ୟାଳୟର ବିକାଶ ଏବଂ ପରିଚାଳନା କିପରି ସୂଚାରୁ ରୂପେ ସମ୍ପାଦନ ହୋଇପାରିବ ତାହା ଉପରେ ସେ ଗୁରୁତ୍ଵାରୋପ କରିବା ସହ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?