ତୃତୀୟ ଦିନରେ ସୁଦାନ ବିଦ୍ରୋହ: ୯୭ ନାଗରିକ ମୃତ

ଖାର୍ଟୋମ, ୧୮।୪: ସୁଦାନ ରାଜଧାନୀ ଖାର୍ଟୋମ୍‌ରେ ସେନା ଓ ଶକ୍ତିଶାଳୀ ବିଦ୍ରୋହୀ ସଙ୍ଗଠନ ମଧ୍ୟରେ ସଂଘର୍ଷ ସୋମବାର ତୃତୀୟ ଦିନରେ ପହଞ୍ଚିଛି। ଏଥିରେ ଅନୂ୍ୟନ ୯୭ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଲାଣି। ସେଣ୍ଟ୍ରାଲ ଖାର୍ଟୋମର ରାସ୍ତାରେ କୁଢ଼ କୁଢ଼ ମୃତଦେହ ପଡ଼ିରହିଥିବାବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ସେନା ଓ ବିଦ୍ରୋହୀ ସଙ୍ଗଠନ ମଧ୍ୟରେ ସଂଘର୍ଷ ତୀବ୍ର ରୂପ ଧାରଣ କରିଥିବାବେଳେ ସହର ଭିତରେ ସ୍ଥାନେ ସ୍ଥାନେ ମେଶିନ୍‌ ଗନ୍‌, ଟ୍ୟାଙ୍କ ରଖାଯାଇଛି। ଫାଇଟର ଜେଟ ସାଙ୍ଗକୁ ଆଣ୍ଟି-ଏୟାର କ୍ରାଫ୍ଟ ମିଶାଇଲ ମଧ୍ୟ ଆକାଶରେ ଉଡ଼ୁଛି। ବିଦ୍ରୋହ ଯୋଗୁ ପାଖାପାଖି ୮୮ ଛାତ୍ରୀଛାତ୍ର ଓ ଶିକ୍ଷକ ଏକ ଇଞ୍ଜିନିୟରିଂ କଲେଜ୍‌ ଲାଇବ୍ରେରିରେ ଫସି ରହିଛନ୍ତି। ଜାତିସଂଘ ସୁରକ୍ଷା ପରିଷଦ ସହିତ ୪ ମହାଦେଶର ପ୍ରମୁଖ କୂଟନୀତିଜ୍ଞ ଏ ନେଇ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?