ବାଲୁକା କଳାରେ ସମବେଦନା ଜଣାଇଲେ ସୁଦର୍ଶନ

ପୁରୀ,୨।୮: କରଳର ଓ୍ବାୟନାଡ୍‌ରେ ମଙ୍ଗଳବାର ଘଟିଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ମୃତକ, ନିଖୋଜ ଏବଂ କ୍ଷତିଗ୍ରସ୍ତଙ୍କୁ ସମବେଦନା ଜଣାଇ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକାକଳା ନିର୍ମାଣ କରିଛନ୍ତି। ଏପରିକି ବାଲୁକାକଳାରେ ଓ୍ବାୟନାଡର ବିଭୀଷିକାକୁ ଦେଖାଇଛନ୍ତି।

ସୂଚନା ଯୋଗ୍ୟ, ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୨୯୧ରେ ପହଞ୍ଚି ଥିବାବେଳେ ଏବେ ମଧ୍ୟ ପାଖାପାଖି ୨୦୦ ଲୋକ ନିଖୋଜ ଅଛନ୍ତି। ସେନା, ଯବାନ ଓ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସହ ରାଜ୍ୟର ଜରୁରୀ ସେବା ବିଭାଗ ପକ୍ଷରୁ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି।

ଅନ୍ୟପକ୍ଷେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ୍ବାୟନାଡ୍‌ର ଭୂସ୍ଖଳନ କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିବା ପରେ ଗଭୀର ମର୍ମାହତ ହୋଇଛନ୍ତି। ରାହୁଲ ଏହି ଭୂକମ୍ପକୁ ଜାତୀୟ ବିପର୍ଯ୍ୟୟ ବୋଲି କହିବା ସହ ତୁରନ୍ତ ବିସ୍ତୃତ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଗାଁରେ ପଶି କରିଥିଲେ ଚୋରି: ଧରାପଡ଼ି ଜେଲ ଗଲେ ୨ ଅଭିଯୁକ୍ତ

ଦେବଗଡ଼,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଗରିଆପାଲି ଓ ଦେଓଝରଣ ଗ୍ରାମରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଗୁରୁବାର…

କେନ୍ଦୁଝର ଜିଲାପାଳଙ୍କ ନାମରେ ଅଦାଲତ ଅବମାନନା ମାମଲା, ଅତିରିକ୍ତ ଏକ ମାସ ସମୟ ପ୍ରଦାନ କଲେ HC

କେନ୍ଦୁଝର/ହାଟଡିହୀ/ଛେନାପଦୀ,୩୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାପାଳ ତଥା କେନ୍ଦୁଝର ଡିଏମ୍‌ଏଫ୍‌ ଅଧ୍ୟକ୍ଷ ବିଶାଲ ସିଂଙ୍କ ନାମରେ ୨୬ ମାର୍ଚ୍ଚ ୨୦୨୬ ରେ ଓଡିଶା ହାଇକୋର୍ଟଙ୍କ…

ପଶ୍ଚିମବଙ୍ଗରେ ହେବ ପୁଣିଥରେ ନିର୍ବାଚନ? EVM ଖରାପ ହେବାର ଆସିଲାଣି ୭୭ ଅଭିଯୋଗ, ତଦନ୍ତ ଆରମ୍ଭ କଲେ ଇସି

କୋଲକାତା,୩୦।୪: ବଙ୍ଗଳାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଡାଇମଣ୍ଡ ହାର୍ବର ସମେତ ଅନେକ ମତଦାନ କେନ୍ଦ୍ରରେ ଇଭିଏମର ସୁରକ୍ଷା ଏବଂ ସ୍ବଚ୍ଛତା ଉପରେ ଉଠିଥିବା ପ୍ରଶ୍ନ ମଧ୍ୟରେ…

Exit Pollକୁ ନେଇ ମୁହଁ ଖୋଲିଲେ ମମତା, କହିଲେ…

କୋଲକାତା,୩୦।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଏକଜିଟ ପୋଲ ପୂର୍ବାନୁମାନକୁ ଖାରଜ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସ ‘ମା, ମାଟି, ମାନୁଷ’ ସରକାର ଗଠନ…

ଟାଇକୋଣ୍ଡୋରେ ଗୋଲ୍ଡ ସହ ମିଳିଲା ୩ ପଦକ

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ଟାଇକୋଣ୍ଡୋରେ ଗୋଲ୍ଡ ସହ ୩ ପଦକ ପାଇଛନ୍ତି। ଏଥିସହ ଜଣେ ଛାତ୍ରୀ ଜାତୀୟ ପ୍ରତିଯୋଗିତା ପାଇଁ…

ଘର ଲିପା ମାଟି ସଂଗ୍ରହ ପାଇ ଯାଇଥିଲେ ମହିଳା: ଅତଡ଼ା ଖସି ଚାଲିଗଲା ଜୀବନ, ଭାଉଜ, ଝିଆରୀ ଆହତ

ନନ୍ଦପୁର,୩୦।୪(ତୁଷାର କାନ୍ତ ମହାନ୍ତି): ବାପ ଘର ବୁଲି ଆସି ଫେରିବା ବାଟରେ ଗଙ୍ଗାନାଳ କଡ଼ରୁ ଘର ଲିପା ପାଇଁ ମାଟି ସଂଗ୍ରହ କରୁଥିବା ବେଳେ ମାଟି ଅତଡ଼ା…

ଭଉଣୀଙ୍କ କଙ୍କାଳକୁ ନେଇ ବ୍ୟାଙ୍କ ଆସିଥିବା ଜିତୁଙ୍କ ଆକାଉଣ୍ଟକୁ ଆସିଲା ୧୦ଲକ୍ଷ! ସାହାଯ୍ୟ କଲେ ଫିଜିକ୍ସ ଓ୍ବାଲାର…

ନୂଆଦିଲ୍ଲୀ,୩୦।୪: ମୃତ ଭଉଣୀଙ୍କ ସଞ୍ଚୟ ଟଙ୍କା ଉଠାଇବା ପାଇଁ ଶ୍ମଶାନରୁ ମୃତଦେହ ବାହାର କରିବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ବର୍ତ୍ତମାନ…

ଆମେରିକା ଭାରତକୁ ଫେରାଇଲା ୬୫୭ ଅମୂଲ୍ୟ ବସ୍ତୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୪: ଯୁକ୍ତରାଷ୍ଟ୍ର ଆମେରିକା ପ୍ରାୟ ୧୪ ନିୟୁତ ଡଲାର ମୂଲ୍ୟର ୬୫୭ଟି ପ୍ରାଚୀନ ସାମଗ୍ରୀ ଭାରତକୁ ଫେରାଇ ଦେଇଛି, ଏହା କହି ଯେ ଚୋରି ହୋଇଥିବା କଳାକୃତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri