ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା ଶିଳ୍ପୀ ଭାବେ ଏହି ଉପଲବ୍ଧି ହାସଲ କରିଛନ୍ତି। ବାଲୁକା କଳା କ୍ଷେତ୍ରରେ ଅତୁଳନୀୟ ଅବଦାନ ଓ ଗ୍ଲୋବାଲ ୱାମିଂକୁ ନେଇ ସୁଦର୍ଶନ ନିର୍ମାଣ କରିଥିବା ପ୍ରଭାବଶାଳୀ ବାଲୁକା କଳା ଜୁରି ମେମ୍ବରଙ୍କ ହୃଦୟ ଜିଣିଥିଲା। ରୁଷିଆର କଲିନିନଗ୍ରାଡରେ ଆୟୋଜିତ ଦ୍ବିତୀୟ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବରେ ୧୨ଟି ଦେଶ ସାମିଲ ହୋଇଥିଲେ।
ନିଜ ସଫଳତାକୁ ନେଇ ସୁଦର୍ଶନ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ଏବଂ ବିଶ୍ୱ ଉଷ୍ମତା ବୃଦ୍ଧିର ବିଶ୍ୱ ସମସ୍ୟାକୁ ଉଜାଗର କରି ମୋର କାର୍ଯ୍ୟ ପାଇଁ ରୁଷିଆର କାଲିନିନଗ୍ରାଡରେ ଦ୍ୱିତୀୟ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବରେ ରୁଷୀୟ ଗ୍ରାଣ୍ଡ ବାଲୁକା ମାଷ୍ଟର କପ୍‌ ୨୦୨୬ ପାଇବାକୁ ସମ୍ମାନିତ। ଏହି ସମ୍ମାନଜନକ ମାନ୍ୟତା ପାଇବାରେ ପ୍ରଥମ ଭାରତୀୟ ବାଲୁକା କଳାକାର ହୋଇଥିବାରୁ ମୁଁ ଗର୍ବିତ। ଆୟୋଜକ, ଜୁରି ସଦସ୍ୟ ଏବଂ ମୋର କଳା ଯାତ୍ରାକୁ ସମର୍ଥନ ଏବଂ ଉତ୍ସାହିତ କରିଥିବା ପ୍ରତ୍ୟେକଙ୍କ ପ୍ରତି ମୁଁ ଆନ୍ତରିକ ଭାବରେ କୃତଜ୍ଞ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?