ପୁରୀ ବେଳାଭୂମିରେ ସୁଦର୍ଶନଙ୍କ ୧୨୫ ବାଲୁକା ରଥ

ପୁରୀ ଅଫିସ,୧।୭: ବାଲୁକାକଳାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଝଲକ। ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗୁରୁବାର ପୁରୀ ସମୁଦ୍ରକୂଳରେ ୧୨୫ଟି ବାଲି ରଥ ଏବଂ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀ ନିର୍ମାଣ କରିଛନ୍ତି। ପ୍ରଥମେ ସେ ୧୦୦ ବାଲି ରଥ ପ୍ରସ୍ତୁତ କରିବାର ରେକର୍ଡ ସେ ନିଜ ନାମରେ କରିଥିଲେ। ହେଲେ ଚଳିତ ବର୍ଷ ସେ ୧୨୫ ରଥ ନିର୍ମାଣ କରି ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡରେ ଆଉ ଏକ ରେକର୍ଡ କରିବାକୁ ପ୍ରୟାସ କରିଛନ୍ତି। ସୁଦର୍ଶନ ତାଙ୍କ ବାଲୁକାକଳା ପ୍ରତିଷ୍ଠାନର ଛାତ୍ରମାନଙ୍କ ସହ ମିଶି ଏହି ବାଲୁକାକଳା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ତାଙ୍କୁ ୧୪ ଘଣ୍ଟା ସମୟ ଲାଗିଛି। ତେବେ ରଥଯାତ୍ରା ଉପଲକ୍ଷେ ନିର୍ମିତ ଏହି ବାଲୁକାକଳା ଜଗନ୍ନାଥପ୍ରେମୀଙ୍କୁ ବେଶ ପସନ୍ଦ ଆସିଥିବା ବେଳେ ସୁଦର୍ଶନ ନିଜେ ଟୁଇଟରରେ ଏହାର ଝଲକ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?