ଲଳିତ କଳା ଏକାଡେମୀ ସଭାପତି ଭାବେ ପୁନଃ ମନୋନୀତ ହେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, ୨୧।୯ (ବ୍ୟୁରୋ) – ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ଭାବେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁନଃ ମନୋନୀତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ସେ ମନୋନୀତ ହୋଇଥିବା ନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁଦର୍ଶନ ୨୦୧୮ରୁ ଲଳିତ କଳା ଏକାଡେମୀ ସଭାପତି ରୂପେ କାର୍ଯ୍ୟ ନିର୍ବାହ କରିଆସୁଥିଲେ। ଚଳିତବର୍ଷ ତାଙ୍କର କାର୍ଯ୍ୟକାଳ ସରୁଥିଲା। ତେବେ ଆଗାମୀ ୩ ବର୍ଷ ପାଇଁ ସେ ପୁଣି ଏକାଡେମୀ ସଭାପତି ଦାୟିତ୍ୱ ତୁଲାଇବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ...

ଜନଗଣନା କରିବାକୁ ଆସୁଥିବା ୩୦ଲକ୍ଷ କର୍ମଚାରୀଙ୍କୁ କେନ୍ଦ୍ର ସରକାର ଅଲଗା ଦରମା ଦେବେ କି? ସତ ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:ଆଗାମୀ 2027 ଜନଗଣନା ପାଇଁ କେନ୍ଦ୍ର କ୍ୟାବିନେଟ 11,718 କୋଟିର ବଜେଟକୁ ଅନୁମୋଦନ କରିଛି। ଏଥିରେ ଉଲ୍ଲେଖନୀୟ ଯେ ଏହା ଭାରତର ପ୍ରଥମ ସମ୍ପୂର୍ଣ୍ଣ ଡିଜିଟାଲ...

ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ

ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri