ଲଳିତ କଳା ଏକାଡେମୀ ସଭାପତି ଭାବେ ପୁନଃ ମନୋନୀତ ହେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, ୨୧।୯ (ବ୍ୟୁରୋ) – ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ଭାବେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁନଃ ମନୋନୀତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ସେ ମନୋନୀତ ହୋଇଥିବା ନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁଦର୍ଶନ ୨୦୧୮ରୁ ଲଳିତ କଳା ଏକାଡେମୀ ସଭାପତି ରୂପେ କାର୍ଯ୍ୟ ନିର୍ବାହ କରିଆସୁଥିଲେ। ଚଳିତବର୍ଷ ତାଙ୍କର କାର୍ଯ୍ୟକାଳ ସରୁଥିଲା। ତେବେ ଆଗାମୀ ୩ ବର୍ଷ ପାଇଁ ସେ ପୁଣି ଏକାଡେମୀ ସଭାପତି ଦାୟିତ୍ୱ ତୁଲାଇବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri