ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ ଅଫିସ,୩।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଏ। ତେଣୁ ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକା କଳା ନିର୍ମାଣ କରି ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଛନ୍ତି।
ରଥ ନିର୍ମାଣ ପାଇଁ ଅନୁକୂଳ ହେବାକୁ ଥିବା ତିନୋଟି ରଥ କାଠକୁ ସେ ବାଲୁକା କଳା ମାଧ୍ୟମରେ ପ୍ରଦର୍ଶନ କରିଥିବା ବେଳେ ଏଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ପ୍ରତିମାଙ୍କୁ ସ୍ଥାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri