ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଭକ୍ତିମୟ ପରିବେଶ ସାଙ୍ଗକୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଶ୍ରୀ ସୁଦର୍ଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତି ସମ୍ପନ୍ନ ହୋଇଛି।

ଭକ୍ତଙ୍କୁ ଦର୍ଶନ ଦେବା ଲାଗି ଶ୍ରୀମନ୍ଦିର ଛାଡ଼ି ବଡ଼ଦାଣ୍ଡକୁ ଆଜି ଓହ୍ଲାଇ ଆସିବେ ମହାବାହୁ। ରଥାରୂଢ଼ ହୋଇ ଭଉଣୀ ଓ ବଡ଼ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଯିବେ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଦାରୁଦିଅଁଙ୍କ ଦୁର୍ଲ୍ଲଭ ଦର୍ଶନ କରି ନିଜକୁ କୃତାର୍ଥ ମଣିବେ। ଗତ ଦୁଇବର୍ଷ ଧରି କରୋନା କଟକଣା କାରଣରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସମ୍ପନ୍ନ ହୋଇଥିଲା। ଦୁଇବର୍ଷ ପରେ ପୁଣି ପୁରୀ ବଡ଼ଦାଣ୍ଡରେ ଭକ୍ତ- ଭଗବାନଙ୍କ ମିଳନ ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri