ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଭକ୍ତିମୟ ପରିବେଶ ସାଙ୍ଗକୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଶ୍ରୀ ସୁଦର୍ଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତି ସମ୍ପନ୍ନ ହୋଇଛି।

ଭକ୍ତଙ୍କୁ ଦର୍ଶନ ଦେବା ଲାଗି ଶ୍ରୀମନ୍ଦିର ଛାଡ଼ି ବଡ଼ଦାଣ୍ଡକୁ ଆଜି ଓହ୍ଲାଇ ଆସିବେ ମହାବାହୁ। ରଥାରୂଢ଼ ହୋଇ ଭଉଣୀ ଓ ବଡ଼ଭାଇଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଯିବେ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଦାରୁଦିଅଁଙ୍କ ଦୁର୍ଲ୍ଲଭ ଦର୍ଶନ କରି ନିଜକୁ କୃତାର୍ଥ ମଣିବେ। ଗତ ଦୁଇବର୍ଷ ଧରି କରୋନା କଟକଣା କାରଣରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସମ୍ପନ୍ନ ହୋଇଥିଲା। ଦୁଇବର୍ଷ ପରେ ପୁଣି ପୁରୀ ବଡ଼ଦାଣ୍ଡରେ ଭକ୍ତ- ଭଗବାନଙ୍କ ମିଳନ ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri