ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨ ମାର୍ଚ୍ଚ ୨୯ ତାରିଖରେ ଜନ୍ମଗ୍ରହଣ କରିଥିବା ରମା ଗତ ୧୯୭୬ ମସିହା ନଭେମ୍ବରରୁ ଓକିଲାତି ଆରମ୍ଭ କରିଥିଲେ। ସେ ତାଙ୍କର ପେଷାକୁ ସେବା ଭାବରେ ଗ୍ରହଣ କରି ଜଣେ ଆଦର୍ଶ ଆଇନଜୀବୀ ଭାବେ ବେଶ ପରିଚିତ ଥିଲେ। କିଛିଦିନ ପୂର୍ବେ ସେ ଏକ ଜମି ମାଲିକାନା ସତ୍ତ ସମ୍ବଧିତ ଦେୱାନି ମାମଲା ପରିଚାଳନା ନିମନ୍ତେ ମହକିଲଙ୍କ ସହ ଦିଗପହଣ୍ଡି କୋର୍ଟକୁ ଆସିଥିଲେ।

ତାଙ୍କ ଆକସ୍ମିକ ବିୟୋଗରେ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ମଧ୍ୟାହ୍ନରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ସଂଘର ସଭାପତି ହୃଦୟ ରଞ୍ଜନ ମେକାପ, ସମ୍ପାଦକ ସନ୍ତୋଷ କୁମାର ସାହୁ, ପୂର୍ବତନ ସଭାପତି ସୂର୍ଯ୍ୟ ନାରାୟଣ ସାହୁ, ରସାନନ୍ଦ ରାଉତ,ଏ. ସୋମେଶ୍ୱର ରାଓ, ଚନ୍ଦ୍ରଧ୍ବଜ ସିଂହ, ରବିନ୍ଦ୍ର ନାଥ ପାଣିଗ୍ରାହୀ, ହରପ୍ରସାଦ ରଥ, ସରକାରୀ ଓକିଲ ପରେଶ ଚନ୍ଦ୍ର ରଥ, ହେମନ୍ତ କୁମାର ପାଣିଗ୍ରାହୀ, ସିମାଞ୍ଚଳ ପ୍ରଧାନ, ବିଜୟ କୁମାର ପ୍ରଧାନଙ୍କ ସମେତ ପ୍ରଦୀପ କୁମାର ନାୟକ, ନୀଳମାଧବ ରଥ, ନକୁଳ ପ୍ରଧାନ, ସଞ୍ଜୟ କୁମାର ପଣ୍ଡା, ସଚିକାନ୍ତ ରଥ, ମଞ୍ଜୁଳା କୁମାରୀ ଲେଙ୍କା ପ୍ରମୁଖ ବହୁ ଆଇନଜୀବି ଉପସ୍ଥିତ ରହି ତାଙ୍କ ସ୍ମୃତି ଚାରଣ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?