ତାଜମହଲ ବୁଲିବାବେଳେ ହଠାତ୍‌ ଆସିଲା ହାର୍ଟଆଟାକ୍‌: ପୁଅ ଏମିତି ବଞ୍ଚାଇଲେ ବାପାଙ୍କ ଜୀବନ, ଭିଡିଓ ଦେଖିଲେ….

ଆଜିକାଲି ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୁଏ, ଯାହା ବେଶ୍‌ ଭାବପୂର୍ଣ୍ଣ ହୋଇଥାଏ। ନିକଟରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି। ଭାଇରାଲ ଭିଡିଓ ଆଗ୍ରାର ବୋଲି ଜଣାପଡିଛି। ଭିଡ଼ିଓରେ ତାଜମହଲ ବୁଲିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କୁ ହଠାତ୍‌ ହାର୍ଟଆଟାକ୍‌ ଆସିଥିଲା। ଏହି ସମୟରେ ତାଙ୍କ ପୁଅ ସିପିଆର୍‌ ଦେଇ ପିତାଙ୍କ ଜୀବନ ରକ୍ଷା କରିଥିଲେ। ବର୍ତ୍ତମାନ ୟୁଜର୍ସମାନେ ପୁଅଙ୍କୁ ବେଶ୍‌ ପ୍ରଶଂସା କରୁଛନ୍ତି।
ସିପିଆର ମାଧ୍ୟମରେ ପୁଅର ପିତାଙ୍କ ଜୀବନ ରକ୍ଷା କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ହୃଦଘାତ ପରେ ପୁଅ ଭୟଭୀତ ନ ହୋଇ ତୁରନ୍ତ ଡାକ୍ତରୀ ସାହାଯ୍ୟ ଆସିବା ପର୍ଯ୍ୟନ୍ତ ପିତାଙ୍କ ପାଟିରେ ନିଃଶ୍ୱାସ ନେବା ଆରମ୍ଭ କଲେ। ଏହି ସମୟରେ ନିକଟସ୍ଥ ଲୋକମାନେ ଉପସ୍ଥିତ ଥିଲେ।
ସିପିଆର୍‌ ପ୍ରକ୍ରିୟା ବିଷୟରେ ପ୍ରତ୍ୟେକ ବ୍ୟକ୍ତି ଜାଣିବା ଆବଶ୍ୟକ। ଏହା ଜରିଆରେ ଆପଣ ଲୋକଙ୍କ ଜୀବନ ମଧ୍ୟ ରକ୍ଷା କରିପାରିବେ। ଯଦି ହଠାତ୍‌ କାହାକୁ ହାର୍ଟଆଟାକ୍‌ ଆସେ, ତେବେ ବିଳମ୍ବ ନ କରି ତାଙ୍କ ଛାତି ଉପରେ ପାପୁଲି ରଖି ଜୋରରେ ଚାପିବା ଆବଶ୍ୟକ। ହାର୍ଟଆଟାକ୍‌ ସମୟରେ ସିପିଆର୍‌ ସଠିକ ଭାବରେ ଦିଆଯାଏ, ତେବେ ରୋଗୀର ଜୀବନ ବଞ୍ଚିପାରିବ।

https://twitter.com/ManojSh28986262/status/1724822405321728280


Enter your email to get our daily news in your inbox.

All Right Reserved By Dharitri.Com

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri