ଥରିଲା ମୋହନା, ହଠାତ୍‌ ଜୋର୍‌ରେ ଶବ୍ଦ ହେବାରୁ…

ଗଜପତି,୨୮ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ମୋହନାରେ ଶନିବାର ଅପରାହ୍ନରେ କିଛି କ୍ଷଣ ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ବର୍ଷା ପରେ ଭୂକମ୍ପ ଅନୁଭୂତ ହୋଇଥିବାରୁ ଲୋକମାନେ ଭୟଭୀତ ହୋଇଯାଇଛନ୍ତି। ଅପରାହ୍ନ ପ୍ରାୟ ୧ଟାରେ ଗଜପତି ଜିଲା ମୋହନାଠାରେ ହଠାତ୍‌ କିଛି ଶବ୍ଦ ହେବାରୁ ଲୋକମାନେ ଘର ବାହାରକୁ ଆସି ଦେଖିବା ବେଳେ ଜଣାପଡ଼ିଥିଲା ଯେ, ଭୂକମ୍ପ ହୋଇଛି। ପ୍ରାୟ ୨ ସେକେଣ୍ଡ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ଅଡ଼ବା, ଚାନ୍ଦିପୁଟ, ଲୁହାଗୁଡ଼ି ଓ ତପ୍ତପାଣି ଅଞ୍ଚଳରେ ଏହି ଝଟ୍‌କା ଲାଗିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ବର୍ଷା ପରେ ଏପରି ଭୂମି ଥରିଥିବାରୁ ଲୋକେ ଖୁବ୍‌ ଡରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ...

ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି...

ଆଜିଠାରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମଥର କଳା, ବାଣିଜ୍ୟ, ବିଜ୍ଞାନ ଓ...

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…

ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା...

ମୋ ବସ୍‌ ଦୁର୍ଘଟଣା ମାମଲା : ଝିଅ ପରେ ଚାଲିଗଲା ମା’ଙ୍କ ଜୀବନ

ଭୁବନେଶ୍ୱର,୧୭ା୨(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡ଼ା ଡିଏନ୍‌ ରେଗାଲିଆ ନିକଟରେ ଶୁକ୍ରବାର ରାତିର ଘଟିଥିବା ମୋ ବସ୍‌ ଦୁର୍ଘଟଣାରେ ଆହତ ଆଉ ଜଣଙ୍କ...

କିଟ୍‌ର ୨ ସିକ୍ୟୁରିଟି ଗାର୍ଡ ଅଟକ

ଭୁବନେଶ୍ୱର,୧୭।୨:ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। କ୍ୟାମ୍ପସ ଭିତରେ ଛାତ୍ରଙ୍କୁ ମାଡ଼ ଘଟଣାରେ ୨ ସିକ୍ୟୁରିଟି...

KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ

କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ...

ବ୍ୟବସାୟୀଙ୍କୁ ଜିଏସ୍‌ଟି ଅଧିକାରୀଙ୍କ ଦୁର୍ବ୍ୟବହାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବିକଲା ସିଏଆଇଟି

ବରଗଡ଼,୧୭।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହରର ବ୍ୟବସାୟୀଙ୍କ ସଞ୍ଜୟ ଅଗ୍ରୱାଲଙ୍କ ବାସଭବନରେ ସିଜିଏସ୍‌ଟି ଏବଂ ଏସ୍‌ଜିଏସ୍‌ଟିର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri