ହଠାତ୍‌ ନବୀନଙ୍କ ଘରେ ପହଞ୍ଚିଲେ ଅନଙ୍ଗ: ବଢିଲା ଚର୍ଚ୍ଚା

ଭୁବନେଶ୍ୱର,୨୪ା୧(ସୁନିତ୍‌ ମିଶ୍ର):ବିଜେଡିର ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂଦେଓ ଶୁକ୍ରବାର ନବୀନ ନିବାସ ଆସି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ହଠାତ୍‌ ଅନଙ୍ଗ ନବୀନ ନିବାସକୁ ଆସିବା ବିଷୟ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କୁହାଯାଏ, ବିଦେଶରେ ଥିବା ଡୁନ୍‌ ସ୍କୁଲ୍‌ରେ ଉଭୟେ ନବୀନ ଏବଂ ଅନଙ୍ଗ ଏକାଠି ପାଠ ପଢ଼ିବା ସହିତ ସାଙ୍ଗ ଥିଲେ। ତେଣୁ ଅନଙ୍ଗଙ୍କ ରାଜନୈତିକ କଥା ଯେତେବେଳେ ଆଲୋଚନା ହୁଏ ନବୀନଙ୍କ ବିଷୟ ଆପେ ଆପେ ଚାଲିଆସେ। ପଶ୍ଚିମ ଓଡ଼ିଶାରେ ବିଜେଡିର ସ୍ଥିତି କେତେ କଦର୍ଯ୍ୟ ସେକଥା ଦୈନିକ ଦଳର ବିଭିନ୍ନସ୍ତରର ନେତାଙ୍କ ମୁହଁରୁ ଶୁଣିବାକୁ ମିଳିଛି। ଏପରି କ’ଣ ପରିସ୍ଥିତି ସୃଷ୍ଟି ହେଲା ଅନଙ୍ଗ ନବୀନ ନିବାସରେ ପହଞ୍ଚତ୍ଲେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ଆହୁରି ଚର୍ଚ୍ଚା ହେଉଛି ଅନଙ୍ଗଙ୍କୁ ନବୀନ ଡାକିଥିଲେ ନା ସେ ସମୟ ଲୋଡ଼ିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରେ ଜିଅନ୍ତା ଜଳିଗଲେ ବାପ-ପୁଅ, ଶୋଇଥିବାବେଳେ ଘଟିଲା…

ଖୋର୍ଦ୍ଧା,୧୫ା୩(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ସାନପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ସକାଳୁ ଦୋକାନରେ ଶୋଇଥିବା ବେଳେ ଜିଅନ୍ତା ଜଳି ଯାଇଛନ୍ତି ବାପ-ପୁଅ। ସୂଚନା…

ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍‌ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍‌ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍‌ ଆମଦାନୀରେ…

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି…

ଇଚ୍ଛାମୃତ୍ୟୁ ପାଇଁ ଅନୁମତି: ଔଷଧି ଧରି ଆସିଲେ ବାବା, ଦାବି କଲେ ହରିଶଙ୍କୁ ସୁସ୍ଥ କରିବେ, ଛଅ ଘଣ୍ଟା ଧରି ଫାଟକରେ ଅପେକ୍ଷା କଲେ

ଗାଜିଆବାଦ,୧୪।୩: ରାଜସ୍ଥାନର ଭିଲୱାଡ଼ାର ବାସିନ୍ଦା ସ୍ବାମୀ ଅଖଣ୍ଡାନନ୍ଦ ଶୁକ୍ରବାର ହରିଶ ରାଣାଙ୍କୁ ଭେଟିବା ପାଇଁ ରାଜ ଏମ୍ପାୟାର ସୋସାଇଟିରେ ପହଞ୍ଚିଥିଲେ। ସେ ଦାବି କରିଥିଲେ ଯେ ସେ…

ପାକିସ୍ତାନ-ବାଂଲାଦେଶକୁ ଟାର୍ଗେଟ କରିଥିଲେ ଜୟ ଶାହା? କହିଛନ୍ତି: ‘କୌଣସି ଦଳ ଅନୁଷ୍ଠାନଠାରୁ ବଡ଼ ନୁହେଁ…’

ନୂଆଦିଲ୍ଲୀ,୧୪।୩: ICC ସଭାପତି ଜୟ ଶାହା ସ୍ପଷ୍ଟ ଭାବରେ ନାମ ନ ନେଇ ପାକିସ୍ତାନ ଏବଂ ବାଂଲାଦେଶ ଉପରେ କଟାକ୍ଷ କରି କହିଛନ୍ତି ଯେ କୌଣସି ଗୋଟିଏ…

ଏହି ପନିପରିବା, ଫଳକୁ ଏକାଠି ରଖୁଛନ୍ତି କି? ଜାଣି ରଖନ୍ତୁ ଏହା ଦ୍ୱାରା କ’ଣ ଘଟେ…

ଲୋକମାନେ ପ୍ରାୟତଃ ବଜାରରୁ ବହୁ ପରିମାଣର ଫଳ ଏବଂ ପନିପରିବା କିଣି କିଛି ଦିନ ପାଇଁ ଫ୍ରିଜରେ ରଖନ୍ତି। କିଛି ଦିନ ମଧ୍ୟରେ ସେଗୁଡ଼ିକ ନଷ୍ଟ ହୋଇଯାଏ।…

ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ…

ଘୋଷଣା ହେବ ଆସାମ, ପଶ୍ଚିମବଙ୍ଗ ସମେତ ୫ଟି ରାଜ୍ୟର ନିର୍ବାଚନ ତାରିଖ! ଅପରାହ୍ନ ୪ଟାରେ ସାମ୍ବାଦିକ ସମ୍ମିଳନୀ

ନୂଆଦିଲ୍ଲୀ,୧୫।୩: ରବିବାର ସାରେ ଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ନିର୍ବାଚନ କମିଶନ (ECI) ଏକ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମ ସମୟରେ ପାଞ୍ଚଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri