ହଠାତ୍‌ ଘର ପାର୍କିଂରେ ଜଳିବାକୁ ଲାଗିଲା ୪ଟା ଗାଡ଼ି

ଭୁବନେଶ୍ୱର,୨୪।୧୧: ଘର ପାର୍କିଂରେ ଜଳିଗଲା ୩ଟି ବାଇକ, ଗୋଟିଏ ସ୍କୁଟି। ଏଭଳି ଘଟଣା ଘଟିଛି ଭୁବନେଶ୍ବର ଗୋଠପାଟଣା ଅଞ୍ଚଳରେ । ସନ୍ତୋଷ ମହାନ୍ତି ନାମକ ବ୍ୟକ୍ତିଙ୍କ ଘର ପାର୍କିଂରେ ବିଳମ୍ବିତ ରାତିରେ ଏହା ଘଟିଛି। ୪ ଟି ଦୁଇ ଚକିଆ ଯାନ ପୋଡ଼ି ପାଉଁଶ ହୋଇଯାଇଛି । ନିଆଁ ଲାଗିବା ଦେଖିବା ପରେ ସ୍ଥାନୀୟ ଲୋକମାନେ ନିଆଁକୁ ଆୟତ୍ତକୁ ଆଣିବାକୁ ଚେଷ୍ଟା କରିଥିଲେ । ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । କେମତି ଓ କେଉଁ ପରିସ୍ଥିତିରେ ନିଆଁ ଲାଗି ଏଭଳି ଅଘଟଣ ଘଟିଲା ତାର କାରଣ ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗଳାରେ ଭାଜପାର ପ୍ରଚଣ୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: କହିଲେ ଓଡ଼ିଶାରେ …

ଭୁବନେଶ୍ୱର,୫।୫: ରାଜନୀତିରେ ବିଜୟ ଏବଂ ପରାଜୟ କେବଳ କ୍ଷମତା ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼େ। ପଶ୍ଚିମବଙ୍ଗରେ ଭାଜପାର ବିଜୟ…

ପାନୀୟ ଜଳ ସମସ୍ୟା ସମାଧାନ ଦାବିରେ ଅଫିସ ଘେରିଲେ ମ୍ୟୁନିସିପାଲଟି ଟିମ, ଯନ୍ତ୍ରୀଙ୍କ ଟେବୁଲ ଉପରେ ମାଠିଆ ରଖି…

ବଲାଙ୍ଗୀର, ୫।୫( ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ମ୍ୟୁନିସିପାଲଟି ଅନ୍ତର୍ଗତ ବିଭିନ୍ନ ଓ୍ବାର୍ଡରେ ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ପ୍ରତିବାଦରେ ମଙ୍ଗଳବାର ମ୍ୟୁନିସିପାଲଟି ଅଧ୍ୟକ୍ଷା ଲିକା…

ନିର୍ବାଚନ ଜିତିବାର ଖୁସି ମଧ୍ୟରେ ଥାଲାପଥି ବିଜୟଙ୍କୁ ବଡ଼ ଝଟକା: ଶୁଣିଲେ ପ୍ରଶଂସକ ବି ହେବେ ନିରାଶ

ନୂଆଦିଲ୍ଲୀ,୫।୫: ୪ ମେ’ ୨୦୨୬ ଥାଲାପଥି ବିଜୟଙ୍କ ଜୀବନରେ ସର୍ବଦା ଏକ ସ୍ମରଣୀୟ ତାରିଖ ହୋଇ ରହିବ, କାରଣ ଏହି ଦିନ ତାଙ୍କ ଦଳ ଟିଭିକେ ୧୦୮…

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା: ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ

ପୁରୀ,୫।୫: ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଏବଂ…

ହେବ ଭାରତ-ପାକିସ୍ତାନ ଯୁଦ୍ଧ! ଆମେରିକାର ବିପଦପୂର୍ଣ୍ଣ ଭବିଷ୍ୟବାଣୀ ପରେ ବିଶ୍ୱ ଛାନିଆ

ନୂଆଦିଲ୍ଲୀ,୫।୫: ଅପରେଶନ ସିନ୍ଦୁରର ବାର୍ଷିକୀ ପୂର୍ବରୁ, ଆମେରିକାରୁ ଏକ ବିପଦପୂର୍ଣ୍ଣ ଭବିଷ୍ୟବାଣୀ ଆସିଛି। ଏହା ଏକ ଭବିଷ୍ୟବାଣୀ ଯାହା ଗତ ବର୍ଷ ପାକିସ୍ତାନୀ ଶାସକମାନଙ୍କ ମୁହଁରେ ଦେଖାଯାଇଥିବା…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

ଭଞ୍ଜନଗର ଯାତ୍ରାରେ ଜମୁଛି ଭିଡ: ସରକାରଙ୍କ ଦ୍ୱାରା ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଭିଡ ଜମୁଛି। ମଙ୍ଗଳବାର ଯାତ୍ରା ୧୦ ଦିନରେ ପହଞ୍ଚିଛି। ସହର ଅପେକ୍ଷା ଗ୍ରାମାଞ୍ଚଳ ଲୋକ…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri