ହଠାତ୍‌ ହୁ ହୁ ହୋଇ ଜଳିଲା ବୋରୱେଲ ଗାଡି

ବଲାଙ୍ଗୀର, ୮।୧୧: (ସୁନିଲ କୁମାର ମହାନ୍ତି): ଗାତ ଖୋଳୁଥିବା ବେଳେ ହୁ ହୁ ହୋଇ ଜଳିଲା ବୋରଓ୍ବେଲ ଗାଡ଼ି। ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା କର୍ଲାମାଲ ଗାଁର ସୁବାସ ଷାଣ୍ଢଙ୍କ କ୍ଷେତରେ ଶୁକ୍ରବାର ବୋରୱେଲ ମେସିନ ସହାୟତାରେ ଗାତ ଖୋଲାଯାଉଥିଲା । ଗାତ ଖୋଲୁଥିବା ବେଳେ ଅଚାନକ ଗାଡିରେ ନିଆଁ ଲାଗିଯାଇଥିଲା। ପରେ ଗାଡିଟି ଜଳିପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଗାଡ଼ିରେ ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri