ଅଚାନକ ଯୋଗାଣ ମନ୍ତ୍ରୀଙ୍କ ଗଞ୍ଜାମ ବ୍ଲକ ଗ୍ରସ୍ତ, ଛାନିଆ ହେଲେ ଅଧିକାରୀ

ଗଞ୍ଜାମ,୨୪।୨(ବିଦ୍ୟାଧର ସାହୁ): ହଠାତ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଗଞ୍ଜାମ ବ୍ଲକ ଗ୍ରସ୍ତ କରି ମଣ୍ଡି ପରିଦର୍ଶନ କରିଛନ୍ତି l ମନ୍ତ୍ରୀଙ୍କ ଅଚାନକ ଗ୍ରସ୍ତକୁ ନେଇ ବ୍ଲକ ଯୋଗାଣ ବିଭାଗ ହଡବଡେଇ ଯାଇଥିଲେ l ମନ୍ତ୍ରୀ ଏହି ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଂଚାୟତ ଲକ୍ଷ୍ମୀପୁର ଧନମଣ୍ଡି ଠାରେ ପହଂଚିଥିଲେ l

ସେଠାରେ ଚାଷୀ ମାନଙ୍କ ସହ ଆଲୋଚନା କରିବା ସହ ମଣ୍ଡି କିପରି ଚାଲିଛି ପଚାରି ବୁଝିଥିଲେ l ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ବ୍ଲକ ଏମଆଇ ପ୍ରମୁଖ ଉପସ୍ଥିତ ଥିଲେ l ମନ୍ତ୍ରୀଙ୍କ ଗ୍ରସ୍ତ ସୂଚନା କୌଣସି ଗଣମାଧ୍ୟମକୁ ମିଳିଥିବାରୁ ଖବର ଦାତା ମହଲରେ ଅସନ୍ତୋଷ ଦେଖା ଦେଇଥିଲା l କୌଣସି କାର୍ଯ୍ୟକ୍ରମକୁ ଯୋଗାଣ ବିଭାଗ ପକ୍ଷରୁ ଅବଗତ କରାଯାଉନଥିବା ଅଭିଯୋଗ ହେଉଛି l ଗଞ୍ଜାମ ବ୍ଲକରେ ଥିବା ସମସ୍ତ ମଣ୍ଡି ଅବ୍ୟବସ୍ଥା ଘେରରେ ଥିବା ଜଣା ପଡିଛି l ଯୋଗାଣ ବିଭାଗର ପ୍ରତିକ୍ରିୟା ମିଳି ପାରିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri