ହଠାତ୍‌ ଘରେ ପଶିଗଲେ ଯୁବକ, ପରେ ବନ୍ଧୁକ ଦେଖାଇ…

ବଲାଙ୍ଗୀର ଅଫିସ,୧୫।୬: ବଲାଙ୍ଗୀର ସହର ଶାନ୍ତିପଡାର ଜଣେ ବ୍ୟକ୍ତିଙ୍କ ଘରେ ମଙ୍ଗଳବାର ସକାଳେ ଜଣେ ବନ୍ଧୁକଧାରୀ ଯୁବକ ପଶି ଯାଇଥିଲେ। ଘର ଲୋକଙ୍କୁ ବନ୍ଧକ ଦେଖାଇ ଆତଙ୍କ ସୃଷ୍ଟି କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ଟାଉନ ଥାନା ପୋଲିସ ଉକ୍ତ ଘରକୁ ଘେରାବନ୍ଦୀ କରିରଖିଛି॥ ଘଟଣାସ୍ଥଳରେ ଏସ୍‌ଡିପିଓ ତୋଫାନ ବାଗ ଓ ପୋଲିସ ଟିମ ଅଛନ୍ତି । ସମ୍ପୃକ୍ତ ବନ୍ଧୁକଧାରୀ ଯୁବକଙ୍କୁ ଆତ୍ମ ସମର୍ପଣ କରିବା ପାଇଁ ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି । ଘଟଣାସ୍ଥଳରେ ପ୍ରବଳ ଭିଡ଼ ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ନୂତନ ଏସଡିପିଓଙ୍କ କାର୍ଯ୍ୟରେ ଯୋଗ ଦାନ, ଏସବୁ ଦିଗ ପ୍ରତି ଦେବେ ଧ୍ୟାନ

ପୁରୁଷୋତ୍ତମପୁର,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ଏସ୍‌ଡିପିଓ ଭାବେ ସୂର୍ଯ୍ୟମଣି ପ୍ରଧାନ ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ଆସିକା ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ।...

ବରିଷ୍ଠ ସାମ୍ବାଦିକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ଧରିତ୍ରୀର ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ୱର ସଂସ୍କରଣ ମୁଖ୍ୟ ଉପେନ୍ଦ୍ର ପ୍ରସାଦ ମହାଲାଙ୍କ ଧର୍ମପତ୍ନୀ ପ୍ରଭାତୀ ମହାଲା(୫୧)ଙ୍କ ଗୁରୁବାର ରାତି ସାଢ଼େ ୧୦ଟାରେ ଭୁବନେଶ୍ୱରର...

ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ

କଟକ ଅଫିସ, ୧୨ା୧: ଓଡ଼ିଶା ରାଜ୍ୟ ଟ୍ରକ୍‌ ମାଲିକ ମହାସଂଘ ପକ୍ଷରୁ ୧୧ ତାରିଖ ମଧ୍ୟରାତ୍ରିରୁ ହେବାକୁ ଥିବା ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ପରିବହନ...

ଦୁର୍ଘଟଣାରେ ଡ୍ରାଇଭରଙ୍କ ଜୀବନ ଗଲା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ...

୧୦ ଦିନ ତଳୁ ଆସିଛି ବଦଳି ଚିଠି, ଛୁଟି ଦିନରେ ପ୍ରଘଟ:ବଦଳିବେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ

ଅନୁଗୋଳ ଅଫିସ, ୩।୯ ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କ ବଦଳି ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି...

କରୋନାକୁ ହରାଇ ଫେରିଥିବା ରୋଗୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କଲେ ଗଞ୍ଜାମ ଜିଲାପାଳ, ଜାଣନ୍ତୁ କ’ଣ

ଛତ୍ରପୁର,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାବେଳେ ଦୈନିକ ସୁସ୍ଥ ହାର ବଢ଼ିଉଛି। ଅପରପକ୍ଷରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ଅଭିନବ ପଦକ୍ଷେପ...

ଧ୍ୱଂସ ମୁଖରେ ଗିରି ଗୋବର୍ଦ୍ଧନ ପାହାଡ଼

ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ...

ମାଲିକଙ୍କ ହାତଗୋଡ଼ ବାନ୍ଧି ଲୁଟିନେଲେ

ସମ୍ବଲପୁର,୩ା୬(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନର ଏକ ଦୋକାନରୁ ଶୁକ୍ରବାର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ମାଲିକଙ୍କ ହାତଗୋଡ ବାନ୍ଧି ଡକାୟତି କରିଛନ୍ତି।...

Advertisement
Archives

Model This Week