ହଠାତ୍‌ ଶୁଭିଲା ପ୍ରଚଣ୍ଡଶବ୍ଦ: ଦେଖୁଦେଖୁ ଟଳିପଡ଼ିଲେ ମିସ୍ତ୍ରୀ

ଖୋର୍ଦ୍ଧ,୯।୧୦: ଟାୟାର ପ୍ରେସର୍‌ ଟାଙ୍କି ଫାଟି ଜଣେ ମୃତ, ଦୁଇ ଆହତ। ଏଭଳି ଘଟଣାଘଟିଛି ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦଧିମାଛ ଗାଡ଼ିଆ ଛକରେ। ମା’ ଭଗବତୀ ଚନ୍ଦନ ଟାୟାର ପ୍ରେସର ଦୋକାନରେ ସକାଳୁ ସକାଳୁ ଟାୟାରରେ ପ୍ରେସର୍‌ ଦେଉଥିବା ବେଳେ କୌଣସି କାରଣରୁ ଟାଙ୍କି ଫାଟି ବିସ୍ଫୋରଣ ଘଟିଥିଲା। କାମ କରୁଥିବା ମିସ୍ତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ବିସ୍ଫୋରଣର ଶବ୍ଦ ଏତେ ଭୟଙ୍କର ହୋଇଥିଲା ଯେ, ବୋମାମାଡର ଭ୍ରମ ସୃଷ୍ଟି ହୋଇଥିଲା। ମୃତକ ହେଲେ କଦଳିବାଡିର ଦୋକାନ ମାଲିକ ନବକିଶୋର ବରାଡ।
ଆହତ ଦ୍ବୟ ହେଲେ ଦୁଇ ଭାଇ ଛତ୍ରପଡା ଦେବାଶିଷ ଓ ଦିପକ ମାନସିଂହ। ଉଭୟ ଗାଡି ଡ୍ରାଇଭର। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଆହତ ଙ୍କୁ ଖୋର୍ଦ୍ଧାମେଡିକାଲରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଗୋଡ, ଅଣ୍ଟାରେ ଗଭୀର ଆଘାତ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri