ହଠାତ୍‌ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଆକାଶ ହେଲା ଧୂଆଁମୟ

ପାଟଣା,୧୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ପ୍ରଚଣ୍ଡ ଶବ୍ଦ ହୋଇଛି। ଦୁଇଦୁଇ ଥର ପ୍ରଚଣ୍ଡ ଶବ୍ଦ ହେବା ସହ ଘରଦ୍ୱାର ଥରି ଉଠିଥିଲା। ତେବେ ଏହି ଶବ୍ଦର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ କେତେକ ଲୋକ ୨ଟି ଜେଟ୍‌ ବିମାନ ଯିବା ଫଳରେ ଶବ୍ଦ ହୋଇଥିବା କହୁଥିବା ବେଳେ କେତେକ ମୃଦୁ ଭୂକମ୍ପ ହୋଇଥିବା କହୁଛନ୍ତି। ଏହି ଶବ୍ଦ ପାଖାପାଖି ୧୦ ମିନିଟ୍‌ ଧରି ଅନୁଭୂତ ହୋଇଥିଲା। ଏଥି ସହ ଆକାଶରେ ଧଆଁ ଭଳି ଦେଖିବାକୁ ମିଳିଥିଲା। ପ୍ରଚଣ୍ଡ ଶବ୍ଦ ଯୋଗୁ ଲୋକେ ଆତଙ୍କିତ ହୋଇ ପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri