ବାଲୁକାକଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ପୁରୀ ଅଫିସ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୨ତମ ଜନ୍ମଦିନ। ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଶେଷ କରି ଏହି ବାଲୁକାକଳାରେ ୧୨୧୩ଟି ମାଟି ଚା କପ ବ୍ୟବହାର କରାଯାଇଛି। ଯାହା ବେଶ୍‌ ଆକର୍ଷଣୀୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାରୀ ନିର୍ଯାତନା, ବିପର୍ଯ୍ୟସ୍ଥ ଆଇନଶୃଙ୍ଖଳା ପ୍ରତିବାଦ: କଂଗ୍ରେସର ଗଣଧାରଣା, ପ୍ରତିବାଦ ସଭା

ଭବାନୀପାଟଣା,୨୪।୭(ଡି.ଏନ.ଏ.): ରାଜ୍ୟରେ ନାବାଳିକା ବଳାତ୍କାର, ନାରୀ ନିର୍ଯାତନା ଏବଂ ଆଇନଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ଏହାର ପ୍ରତିବାଦରେ ବୁଧବାର କଂଗ୍ରେସ ପକ୍ଷରୁ ରାଜ୍ୟ ବ୍ୟାପୀ ଆନ୍ଦୋଳନ ଡାକରା...

ମାଲକାନଗିରି ସହରରେ ପ୍ଲାଷ୍ଟିକ ଅଣ୍ଡା ଆତଙ୍କ: ନ ଫାଟି ଝୁଲିରହିଛି କେଶର

ମାଲକାନଗିରି,୧୩।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ସଦରମହକୁମାରେ ପ୍ଲାଷ୍ଟିକ ଅଣ୍ଡାକୁ ନେଇ ଆତଙ୍କ ଦେଖାଦେଇଛି । ହାଇଟେକ୍‌ କଲୋନୀର ଦିଗାମ୍ବର ବେହେରା ଶୁକ୍ରବାର ବଜାରରୁ ଅଣ୍ଡା କିଣିଥିଲେ। ତେବେ...

କଟକଣାରେ ଚାଲିଛି ହୋଲି ଖେଳ

ଖୋର୍ଦ୍ଧା ଅଫିସ,୨୯।୩: ରଙ୍ଗର ପର୍ବ ହୋଲି। ସହରଠୁ ପୁରପଲ୍ଲୀ ଯାଏ ସବୁଠି ଉତ୍ସବର ମାହୋଲ। କୋଭିଡ କଟକଣା ହୋଲିକୁ ରଙ୍ଗହୀନ କରଦେଇଛି। ସହରଠୁ ଗାଁ ସବୁଠି...

ବିଲ୍‌ ନ ମିଳିବାରୁ ଠିକାଦାରଙ୍କ ଶାନ୍ତିପୂର୍ଣ୍ଣ ଧାରଣା

ଗଞ୍ଜାମ,୧୨ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ ୧୦ ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ମାତ୍ର ଠିକାଦାରଙ୍କୁ ଏହାର...

ଜାଲ୍‌ ସାର୍ଟିଫିକେଟ ନେଇ ଏତଲା, ଶିକ୍ଷୟିତ୍ରୀ ନିଲମ୍ବିତ

ଚିକିଟି,୬ା୨(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଜାଲ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ଯାଞ୍ଚ ଚାଲିଛି। ଚିକିଟି ବ୍ଲକରେ ଏପରି ଜଣେ ନକଲି ଶିକ୍ଷୟିତ୍ରୀ ଧରାପଡ଼ିଛନ୍ତି।...

ଟ୍ରାନ୍ସଫର୍ମରରେ ପିଟି ହୋଇ ଓଲଟି ପଡ଼ିଲା ବସ୍‌: ଦୁଇ ଗୁରୁତର

ରାୟଗଡ଼ା ଅଫିସ,୫।୩: କାଶୀପୁର ସଦର ମହକୁମାରେ ବୁଧବାର ବିଳମ୍ବିତ ରାତିରେ ହନୁମାନ ନାମକ ଏକ ବସ୍‌ ସୁଙ୍ଗେରଠାରୁ କାଶୀପୁର ଆଡ଼କୁ ଫେରୁଥିଲା। ମେଡିକାଲ ଛକ ଗଡ଼ାଣିଆରେ...

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ

ଖଇରା, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ...

ଚାଷୀଙ୍କ ନାମ ପଞ୍ଜୀକରଣରେ ଅନିୟମିତତା

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀଙ୍କ ନାମ ପଞ୍ଜୀକରଣରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡିଛି। ପ୍ରାଥମିକ...

Advertisement
Archives

Model This Week