ସୁଦୀପ ସୁଦର୍ଶନ ଯୁକ୍ତ ୨ ବିଜ୍ଞାନ ଟପ୍ପର, କେତେ ନମ୍ବର ରଖିଛନ୍ତି ଜାଣନ୍ତୁ

ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତବର୍ଷ ଜୁପିଟର ସାଇନ୍ସ ସ୍କୁଲର ଛାତ୍ର ସୁଦୀପ ସୁଦର୍ଶନ ରଣା ଟପ୍ପର ହୋଇଛନ୍ତି। ସୁଦୀପ ମୋଟ୍‌ ୬ ଶହ ମାର୍କରୁ ୫୭୪ ନମ୍ବର ରଖିଛନ୍ତି। ସେହିପରି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ସାର୍ଥକ ରଞ୍ଜନ ରାଉତ ୫୬୬ ନମ୍ବର ରଖି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଟାଙ୍ଗୀ ଟେଟ୍ରାହେଡ୍ରନ ସ୍କୁଲର ଶୁଭଜିତ ସାହୁ ୫୬୫ ନମ୍ବର ରଖି ତୃତୀୟ ସ୍ଥାନରେ ଅଛନ୍ତି।

ସୂଚନାଯୋଗ୍ୟ, ଚଳିତବର୍ଷ ମୋଟ୍‌ ୩ ଲକ୍ଷ ୫୦ ହଜାର ଛାତ୍ରୀଛାତ୍ର ଯୁକ୍ତ ୨ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ମୋଟ୍‌ ୯୭,୩୭୭ ଛାତ୍ରୀଛାତ୍ର ବିଜ୍ଞାନ ପରୀକ୍ଷା ଦେଇଥିଲେ। ଏମାନଙ୍କ ମଧ୍ୟରୁ ୬୮,୩୭୪ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଚଳିତବର୍ଷ ଛାତ୍ରଙ୍କ ପାସ୍‌ହାର ୩୯% ରହିଥିବା ବେଳେ ଛାତ୍ରୀଙ୍କ ପାସ ହାର ୩୧% ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?