ଶୁଖିଯିବ ଓଡ଼ିଶାର ଉଦନ୍ତୀ: ଛତିଶଗଡ଼ କରିବ ବ୍ୟାରେଜ
ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...
ବାଇକ୍ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା
ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...
ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ
ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...
ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…
ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...
ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ
ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...
ଏହି ପ୍ରସିଦ୍ଧ କ୍ରିକେଟର୍ଙ୍କ ପରଲୋକ: କ୍ରିକେଟ୍ ଜଗତରେ ଖେଳିଗଲା ଶୋକର ଛାୟା
ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...
ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…
ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...
ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍ରେ ଥିଲେ ୨୪୧ ଯାତ୍ରୀ
ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...
Archives


