ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ସୁଗନ୍ଧା-ସଙ୍କେତ

ବମ୍ବେ: ହାତକୁ ଦୁଇ ହାତ ହେବେ ଲୋକପ୍ରିୟ କମେଡିଆନ୍‌ ସୁଗନ୍ଧା ମିଶ୍ରା। ପେସାରେ ଡାକ୍ତର ତଥା କମେଡିଆନ୍‌ ଭାବେ ଜଣାଶୁଣା ସଙ୍କେତ ଭୋସଲେଙ୍କୁ ସେ ବିବାହ କରିବାକୁ ଯାଉଛନ୍ତି। ଉଭୟଙ୍କ ନିର୍ବନ୍ଧ ସରିଛି। ଏନେଇ ସେମାନେ ସୋସିଆଲ ମିଡିଆରେ ପ୍ରଶଂସକଙ୍କୁ ଖୁସି ଖବର ଜଣାଇଛନ୍ତି।

ଛୋଟ ପରଦାର ଅନେକ କମେଡି କାର୍ଯ୍ୟକ୍ରମରେ ସୁଗନ୍ଧାଓ ସଙ୍କେତଙ୍କୁ ଦେଖିବାକୁ ମିଳେ। ସୁଗନ୍ଧା କମେଡି କିଙ୍ଗ କପିଲ ଶର୍ମାଙ୍କ ଶୋ’ରେ ନଜର ଆସୁଥିବା ବେଳେ ସଞ୍ଜୟ ଦତ୍ତଙ୍କ ନକଲ କରିବାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସଙ୍କେତ।

ସୁଗନ୍ଧା ନିର୍ବନ୍ଧ ସରିଥିବା ନେଇ ଉଭୟଙ୍କ ଏକ ଫଟୋ ଶେୟାର କରି ଲେଖିଛନ୍ତି, ସବୁଦିନ ପାଇଁ। ବିବାହ କରିବାକୁ ଯାଉଛି। ପାଓ୍ବାର କପଲ୍‌। ସେହିଭଳି ସଙ୍କେତ ମଧ୍ୟ ଅନୁରୂପ ଭାବେ ଉଭୟଙ୍କ ଫଟୋ ଶେୟାର କରିଛନ୍ତି। ଉଭୟଙ୍କୁ ପ୍ରଶଂସକଙ୍କ ସହ ସାଥୀ କଳାକାର ତଥା ଶୁଭଚିନ୍ତକମାନଙ୍କ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୩: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

ମିଳିଲା ଅଗ୍ନିବୀରଙ୍କ ମୃତଦେହ, ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ବାପା

ବାଲୁଗାଁ,୨୦।୪: ଖୋଦ୍ଧା ଜିଲା INS ଚିଲିକାରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri