ପାକିସ୍ତାନରେ ଚିନି ଦାମ କିଲୋଗ୍ରାମ ପିଛା ୧୬୦ ଛୁଇଁଲା, ଅଟା ୩୨୦…

ଇସଲାମାବାଦ,୧୭।୭ : ମୁଦ୍ରାସ୍ଫୀତି ବୃଦ୍ଧି ଯୋଗୁଁ ପାକିସ୍ତାନର ଲୋକମାନେ ସମସ୍ୟାରେ ପଡ଼ିଛନ୍ତି। ଗତ କିଛି ସପ୍ତାହ ଧରି ଦେଶରେ ଅଟା ମୂଲ୍ୟ ଆକାଶଛୁଆଁ ହୋଇପଡିଛି। ଅଟା ମୂଲ୍ୟ କରାଚି ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସମସ୍ତ ରେକର୍ଡ ଭାଙ୍ଗିଛି। ପାକିସ୍ତାନର କରାଚିରେ ୨୦ କିଲୋଗ୍ରାମ ଗହମ ଅଟା ୩୨୦୦ ପାକିସ୍ତାନୀ ଟଙ୍କାରେ ପହଞ୍ଚିଛି। ଅର୍ଥାତ ୧ କିଲୋଗ୍ରାମ ଅଟା ମୂଲ୍ୟ ୩୨୦ ଟଙ୍କା ହୋଇଛି।

ଯଦି କୁହାଯାଏ ଯେ ପାକିସ୍ତାନର ଲୋକମାନେ ବୋଧହୁଏ ଦୁନିଆର ‘ସବୁଠାରୁ ମହଙ୍ଗା’ ଅଟା କିଣୁଛନ୍ତି, ତେବେ ଏହା ଭୁଲ ହେବ ନାହିଁ। ସରକାରୀ ସବସିଡିଯୁକ୍ତ ଅଟା ପାଇଁ ଲମ୍ବା ଧାଡି ଦେଖାଯାଉଛି । ସେହିପରି ଚିନି ଦାମ କିଲୋଗ୍ରାମ ପିଛା ୧୬୦ ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri