ଜଳିଗଲା ଆଖୁ କିଆରି

ଶେରଗଡ଼,୨୫ା୧୨(ଡି.ଏନ୍‌.ଏ.): ଶେରଗଡ଼ ପେଟ୍ରୋଲ ପମ୍ପ ପଛପଟେ ଥିବା ଏକ ଆଖୁ କିଆରିରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଜମିର ଆଖୁ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଶେରଗଡ଼ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ସୂଚନାଯୋଗ୍ୟ, ଉକ୍ତ ଜମି ଉପର ଦେଇ ବିତ୍ୟୁତ୍‌ ତାର ଯାଇଛି। ହେଲେ ବିଦ୍ୟୁତ୍‌ ତାର ଶର୍ଟ ସର୍କିଟରୁ ଆଖୁ କିଆରିରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ବର୍ତ୍ତମାନ ଆଖୁ ଅମଳ ସମୟ ହୋଇଥିବା ବେଳେ କାଟିବା ନେଇ ଚାଷୀ ପ୍ରସ୍ତୁତି ଚଳାଇଥିଲେ। ଏଭଳି ସ୍ଥିତିରେ ଆଖୁ ପୋଡି ନଷ୍ଟ ହେବା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଋଣ କରି ଚାଷ କରିଥିବା ବେଳେ କ୍ଷୟକ୍ଷତିର ଆକଳନ କରି ସରକାରୀ ସହାୟତା ଯୋଗାଇ ଦେବାକୁ ଚାଷୀ ଜଣକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ତୁଳନାରେ ଅଧିକ ବ୍ୟୟ

ଢେଙ୍କାନାଳ ଅଫିସ, ୧୭ା୬ ଆୟ ତୁଳନାରେ ବଢ଼ିବାରେ ଲାଗିଛି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗର ବ୍ୟୟ। ତଥାପି ଖର୍ଚ୍ଚ ପରିଚାଳନା ଲାଗି ନାହିଁ କୌଣସି ଯୋଜନା।...

ଗାଁମୁଣ୍ଡକୁ ଫେରିଛି ସବୁଜିମା

ବନ୍ତ,୨୫।୧୨(ସ୍ବ.ପ୍ର.)-ଗଛ ଓ ପ୍ରକୃତି ଭଗବାନଙ୍କ ବରଦାନ। ଏହାର ସୁରକ୍ଷା ବିନା ପରିବେଶରେ ସନ୍ତୁଳନ ବଜାୟ ରଖିବା ଅସମ୍ଭବ। ଏ ନେଇ ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି...

ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ ଯୁବବର୍ଗ

କଟକ ଅଫିସ, ୩ା୧୦: କଟକ ସ୍ବରାଜ ଆଶ୍ରମରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଖାଦ୍ୟ...

ପାର୍କିଂସ୍ଥଳ ନିର୍ମାଣକୁ ବିରୋଧ

ଢେଙ୍କାନାଳ ଅଫିସ,୧୭।୪: ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ନିର୍ମାଣାଧୀନ ପାର୍କିଂ ସ୍ଥଳକୁ ଶନିବାର ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ଜଙ୍ଗଲ ଜମିରେ...

ନୂଆଗାଁକୁ ବ୍ୟାପିଲା କରୋନା ସଂକ୍ରମଣ

ନୂଆଗାଁ, ୭।୬ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ଜଣ ବିଭିନ୍ନ...

ସର୍ପାଘାତରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଛତ୍ରକଣା ଗ୍ରାମର ଜଣେ ଯୁବକଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ମୁନା ନାୟକ। ମୁନା ସାଇକେଲରେ...

କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ: ମଙ୍ଗଳ ଆଳତୀ ଦର୍ଶନ ପାଇଁ ସାକ୍ଷୀଗୋପାଳ ମନ୍ଦିରରେ ଭିଡ଼

ସାକ୍ଷୀଗୋପାଳ, ୩୧।୩(ଡି.ଏନ୍‌.ଏ): କରୋନା କଟକଣା ମାନୁ ନାହାନ୍ତି ଶ୍ରଦ୍ଧାଳୁ। ସକାଳୁ ସକାଳୁ ମଙ୍ଗଳ ଆଳତୀ ଦର୍ଶନ ପାଇଁ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ବାର ସମ୍ମୁଖରେ...

ପାଇଖାନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ଆରମ୍ଭ

ଗୋପ,୧୩।୧୦(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଅଣ୍ତରା-ଇଚ୍ଛାପୁର ପଞ୍ଚାୟତରେ ପାଇଖାନା ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ମଙ୍ଗଳବାର ଭୁବନେଶ୍ବର ଭିଜିଲାନ୍ସ ବିଭାଗର...

Advertisement
Archives

Model This Week