ଭୁବନେଶ୍ୱରରେ ପହଞ୍ଚିଲା ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର,୧୦ା୨: ଖଲ୍ଲିକୋଟ ରାଜ ପରିବାରର ଶେଷ ଦାୟାଦ ରାଣୀସାହେବା ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କ ପାର୍ଥିବ ଶରୀର ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛି। ଚେନ୍ନାଇରୁ ଏକ ସ୍ବତନ୍ତ୍ର ବିମାନରେ ତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର ଅଣାଯାଇଛି।

ସୁଜ୍ଞାନ କୁମାରୀ ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଥିଲେ। ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ୨ଥର ବିଧାୟିକା ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri