ସୁହାନାଙ୍କ ମିରର ସେଲ୍ଫି

ମୁମ୍ବାଇ: ବଲିଉଡ୍ ନାୟକ ଶାହାରୁଖ ଖାଁ ଓ ପତ୍ନୀ ଗୌରି ଖାଁଙ୍କ ଏକମାତ୍ର ଝିଅ ସୁହାନା ଏବେ ଲକ୍ଷେ ଦିଲର ଧଡକନ୍ ପାଲଟି ଯାଇଛନ୍ତି । ଯଦିଓ ସେ ଏପର୍ଯ୍ୟନ୍ତ ବଲିଉଡ୍‌ରେ ଡେବ୍ୟୁ କରି ନାହାଁନ୍ତି ତଥାପି ତାଙ୍କୁ ନେଇ ଆଜିକାଲି ହେଉଛି ବହୁତ ଚର୍ଚ୍ଚା । ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ରହୁଥିବା ଏହି ଷ୍ଟାରକିଡ୍ ତାଙ୍କ ଫଟୋ ଓ ଭିଡିଓ ଶେୟାର କରି ଲକ୍ଷାଧିକ ଫ୍ୟାନ୍ ଫଲୋୟିଂ କ୍ରିଏଟ କରି ସାରିଛନ୍ତି । ନିକଟରେ ସେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯାହା ଅନେକଙ୍କ ନିଦ ହଜାଇ ଦେଇଛି । ବ୍ଲାକ-ହ୍ୱାଇଟ୍ କଷ୍ଟ୍ୟୁମରେ ଏକ ମିରର ଇମେଜ୍ ଶେୟାର କରିଛନ୍ତି ସୁହାନା । ଯାହା ତାଙ୍କ ପ୍ରଶଂସକଙ୍କୁ ଖୁବ୍ ପସନ୍ଦ ଆସିଛି । ଏଥିରେ ବହୁ କମେଣ୍ଟ ଓ ଲାଇକ୍ସ ପାଇ ସାରିଛନ୍ତି ସୁହାନା । ତେବେ ଏହା ତାଙ୍କର ପ୍ରଥମ ଫଟୋ ନୁହେଁ ଏହା ପୂର୍ବରୁ ମଧ୍ୟ କିଛି ଫଟୋ ତାଙ୍କ ପ୍ରଶଂସକଙ୍କ ନିଦ ହଜାଇ ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?