କାବୁଲ ହୋଟେଲରେ ସୁଇସାଇଡ ଆଟାକ, ୨ ପୋଲିସ ଅଧିକାରୀଙ୍କ ସମେତ ୫ ମୃତ

କାବୁଲ,୧୨ ।୧୨: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ଏକ ହୋଟେଲରେ ସୁଇସାଇଡ ଆଟାକ ହୋଇଛି । ଏହି ହୋଟେଲରେ ଅଧିକାଂଶ ଚାଇନା ନାଗରିକ ଥିଲେ । ଏବେ ପର୍ଯ୍ୟନ୍ତ ମିଳିଥିବା ଖବର ଅନୁଯାୟୀ, ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଜଣ ପୋଲିସ ଅଧିକାରୀ ରହିଛନ୍ତି । କିଛିଦିନ ତଳେ ଚାଇନା ନାଗରିକଙ୍କ ସୁରକ୍ଷାକୁ ନେଇ କାବୁଲରେ ଚାଇନା ରାଷ୍ଟ୍ରଦୂତ ୱାଂଗ ୟୁ ଆଫଗାନିସ୍ତାନର ଉପ ବୈଦେଶିକମନ୍ତ୍ରୀ ଶେର ମହମ୍ମଦ ସ୍ତାନକଜଇଙ୍କୁ ସାକ୍ଷାତ୍ କରିଥିଲେ ।
ସୂଚନାଯୋଗ୍ୟ, ଯେଉଁ ହୋଟେଲରେ ସୁଇସାଇଡ ଆଟାକ ହୋଇଛି ସେଠାରେ ଅଧିକାଂଶ ଚାଇନା ନାଗରିକ ଥିଲେ । ହୋଟେଲରେ ଅଟୋମେଟିକ ଅସ୍ତ୍ରଶସ୍ତ୍ର ଦ୍ୱାରା ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଆକ୍ରମଣକାରୀମାନେ ସୁଇସାଇଡ ଜ୍ୟାକେଟ ବି ପିନ୍ଧିଥିଲେ । ହୋଟେଲରେ ଖୁବ ଜୋରରେ ବିସ୍ଫୋରଣ ହୋଇଛି । ଏହା କାବୁଲର ଶାହର-ଏ-ନୌ ଅଞ୍ଚଳରେ ରହିଛି । ଏହା ଚାଇନା ପର୍ଯ୍ୟଟକଙ୍କ ପସନ୍ଦର ହୋଟେଲ । ଏଠାରେ ଚାଇନା ବ୍ୟତୀତ ଅନ୍ୟ ଦେଶର ନାଗରିକମାନେ ବି ବିସ୍ଫୋରଣ ସମୟରେ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri